Exodus 30:15 — Compare Translations
5 translations compared side by side
Odia - 1840
"ଧନୀ ବ୍ଯକ୍ତି ଅର୍ଦ୍ଧ ଶକେଲରୁ ଅଧିକ ଦବୋ ଉଚିତ୍ନୁ ହେଁ। ଗରିବ ଲୋକମାନେ ଅର୍ଦ୍ଧ ଶକେଲରୁ କମ୍ ଦବୋ ଉଚିତ୍ ନୁହେଁ। ସମସ୍ତ ନବୈେଦ୍ଯ ସମାନ ହବୋ ଉଚିତ୍। ତୁମ୍ଭ ଜୀବନର ପ୍ରାଯଶ୍ଚିତ ନିମନ୍ତେ, ଏହା ସଦାପ୍ରଭୁଙ୍କୁ ଉତ୍ସର୍ଗ କରାୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଆପଣା ଆପଣା ପ୍ରାଣ ନିମନ୍ତେ ପ୍ରାୟଶ୍ଚିତ୍ତକରଣାର୍ଥେ ସଦାପ୍ରଭୁଙ୍କୁ ସେହି ଉପହାର ଦେଲା ବେଳେ ଧନବାନ ଅର୍ଦ୍ଧ ଶେକଲରୁ ଅଧିକ ଦେବ ନାହିଁ, ପୁଣି ଦରିଦ୍ର ତହିଁରୁ ଊଣା ଦେବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଧନୀ ବ୍ୟକ୍ତି ଅର୍ଦ୍ଧ ଶେକଲରୁ ଅଧିକ ଦେବା ଉଚିତ୍ ନୁହେଁ। ଗରିବ ଲୋକମାନେ ଅର୍ଦ୍ଧ ଶେକଲରୁ କମ୍ ଦେବା ଉଚିତ୍ ନୁହେଁ। ସମସ୍ତ ନୈବେଦ୍ୟ ସମାନ ହେବା ଉଚିତ୍। ତୁମ୍ଭ ଜୀବନର ପ୍ରାୟଶ୍ଚିତ ନିମନ୍ତେ, ଏହା ସଦାପ୍ରଭୁଙ୍କୁ ଉତ୍ସର୍ଗ କରାଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଆପଣା ଆପଣା ପ୍ରାଣ ନିମନ୍ତେ ପ୍ରାୟଶ୍ଚିତ୍ତ କରଣାର୍ଥେ ସଦାପ୍ରଭୁଙ୍କୁ ସେହି ଉପହାର ଦେବା ସମୟରେ ଧନବାନ ଅର୍ଦ୍ଧ ଶେକଲରୁ ଅଧିକ ଦେବ ନାହିଁ, ପୁଣି, ଦରିଦ୍ର ତହିଁରୁ ଊଣା ଦେବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ଆପଣା ଆପଣା ପ୍ରାଣ ନିମନ୍ତେ ପ୍ରାୟଶ୍ଚିତ୍ତକରଣାର୍ଥେ ସଦାପ୍ରଭୁଙ୍କୁ ସେହି ଉପହାର ଦେବା ସମୟରେ ଧନବାନ୍ ଅର୍ଦ୍ଧ ଶେକଲରୁ ଅଧିକ ଦେବ ନାହିଁ, ପୁଣି, ଦରିଦ୍ର ତହିଁରୁ ଊଣା ଦେବ ନାହିଁ।