Exodus 30:16 — Compare Translations

5 translations compared side by side

Odia - 1840
"ସହେି ଅର୍ଥକୁ ଇଶ୍ରାୟେଲ ଲୋକମାନଙ୍କ ପାଖରୁ ଏକତ୍ର କର। ଏହି ଅର୍ଥକୁ ସମାଗମ ତମ୍ବୁର କାର୍ୟ୍ଯାର୍ଥେ ବିନି ଯଗେ କର। ଏହି ଦଯେ ତୁମ୍ଭମାନଙ୍କର ସଦାପ୍ରଭୁଙ୍କୁ ମନେ ରଖିବା ପାଇଁ ଏକ ମାଧ୍ଯମ ହବେ। ସମାନେେ ସମାନଙ୍କେର ଜୀବନ ପା୍ରଯଶ୍ଚିତ ପାଇଁ ଏହା ଦାନ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଠାରୁ ସେହି ପ୍ରାୟଶ୍ଚିତ୍ତ-ରୂପା ନେଇ ସମାଗମ-ତମ୍ଵୁର କାର୍ଯ୍ୟାର୍ଥେ ନିରୂପଣ କରିବ; ତାହା ତୁମ୍ଭମାନଙ୍କ ପ୍ରାଣର ପ୍ରାୟଶ୍ଚିତ୍ତ ନିମନ୍ତେ ଇସ୍ରାଏଲ-ସନ୍ତାନଗଣର ସ୍ମରଣାର୍ଥେ ସଦାପ୍ରଭୁଙ୍କ ସମ୍ମୁଖରେ ରହିବ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଅର୍ଥକୁ ଇସ୍ରାଏଲ ଲୋକମାନଙ୍କ ପାଖରୁ ଏକତ୍ର କର। ଏହି ଅର୍ଥକୁ ସମାଗମ-ତମ୍ବୁର କାର୍ଯ୍ୟାର୍ଥେ ବିନିଯୋଗ କର। ଏହି ଦେୟ ତୁମ୍ଭମାନଙ୍କର ସଦାପ୍ରଭୁଙ୍କୁ ମନେ ରଖିବା ପାଇଁ ଏକ ମାଧ୍ୟମ ହେବ। ସେମାନେ ସେମାନଙ୍କର ଜୀବନ ପ୍ରାୟଶ୍ଚିତ ପାଇଁ ଏହା ଦାନ କରିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଠାରୁ ସେହି ପ୍ରାୟଶ୍ଚିତ୍ତ-ରୂପା ନେଇ ସମାଗମ-ତମ୍ବୁର କାର୍ଯ୍ୟାର୍ଥେ ନିରୂପଣ କରିବ; ତାହା ତୁମ୍ଭମାନଙ୍କ ପ୍ରାଣର ପ୍ରାୟଶ୍ଚିତ୍ତ ନିମନ୍ତେ ଇସ୍ରାଏଲ-ସନ୍ତାନଗଣର ସ୍ମରଣାର୍ଥେ ସଦାପ୍ରଭୁଙ୍କ ସମ୍ମୁଖରେ ରହିବ।”
Odia IRV 2017 (ଓଡିଆ ବାଇବେଲ)
ତହୁଁ ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଠାରୁ ସେହି ପ୍ରାୟଶ୍ଚିତ୍ତ-ରୂପା ନେଇ ସମାଗମ-ତମ୍ବୁର କାର୍ଯ୍ୟାର୍ଥେ ନିରୂପଣ କରିବ; ତାହା ତୁମ୍ଭମାନଙ୍କ ପ୍ରାଣର ପ୍ରାୟଶ୍ଚିତ୍ତ ନିମନ୍ତେ ଇସ୍ରାଏଲ ସନ୍ତାନଗଣର ସ୍ମରଣାର୍ଥେ ସଦାପ୍ରଭୁଙ୍କ ସମ୍ମୁଖରେ ରହିବ।”