Exodus 30:18 — Compare Translations
5 translations compared side by side
Odia - 1840
"ପ୍ରକ୍ଷାଳନ କୁଣ୍ଡ ଏବଂ ଏହାର ଆଧାର ସବୁ କଂସା ରେ ତିଆରି କର। ପୁଣି ସମାଗମ ତମ୍ବୁ ଓ ୟଜ୍ଞବଦେୀ ମଧିଅରେ ପ୍ରକ୍ଷାଳନ କୁଣ୍ଡ ରଖ ଓ ତହିଁ ମଧିଅରେ ଜଳ ପୂର୍ଣ୍ଣ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ପ୍ରକ୍ଷାଳନାର୍ଥେ ପିତ୍ତଳର କୁଣ୍ତ ଓ ତହିଁର ପିତ୍ତଳର ବୈଠିକି ପ୍ରସ୍ତୁତ କରିବ; ପୁଣି ସମାଗମ-ତମ୍ଵୁ ଓ ବେଦି ମଧ୍ୟସ୍ଥାନରେ ରଖି ତହିଁ ମଧ୍ୟରେ ଜଳ ପୂରାଇବ ।
Odia Bible ERV 2004 (ପବିତ୍ର ବାଇବଲ)
“ପ୍ରକ୍ଷାଳନ କୁଣ୍ଡ ଏବଂ ଏହାର ଆଧାର ସବୁ କଂସାରେ ତିଆରି କର। ପୁଣି ସମାଗମ-ତମ୍ବୁ ଓ ଯଜ୍ଞବେଦି ମଧ୍ୟରେ ପ୍ରକ୍ଷାଳନ କୁଣ୍ଡ ରଖ ଓ ତହିଁ ମଧ୍ୟରେ ଜଳ ପୂର୍ଣ୍ଣ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ତୁମ୍ଭେ ପ୍ରକ୍ଷାଳନ ନିମନ୍ତେ ପିତ୍ତଳର କୁଣ୍ଡ ଓ ତହିଁର ପିତ୍ତଳର ବୈଠିକି ପ୍ରସ୍ତୁତ କରିବ; ପୁଣି, ସମାଗମ-ତମ୍ବୁ ଓ ବେଦି ମଧ୍ୟସ୍ଥାନରେ ରଖି ତହିଁ ମଧ୍ୟରେ ଜଳ ପୂରାଇବ।
Odia IRV 2017 (ଓଡିଆ ବାଇବେଲ)
“ତୁମ୍ଭେ ପ୍ରକ୍ଷାଳନ ନିମନ୍ତେ ପିତ୍ତଳର କୁଣ୍ଡ ଓ ତହିଁର ପିତ୍ତଳର ବୈଠିକି ପ୍ରସ୍ତୁତ କରିବ; ପୁଣି, ସମାଗମ-ତମ୍ବୁ ଓ ବେଦି ମଧ୍ୟସ୍ଥାନରେ ରଖି ତହିଁ ମଧ୍ୟରେ ଜଳ ପୂରାଇବ।