Exodus 30:19 — Compare Translations
5 translations compared side by side
Odia - 1840
"ହାରୋଣ ଏବଂ ତାଙ୍କର ପୁତ୍ରମାନେ ସମାନଙ୍କେର ହାତ ପାଦ ଧୌତ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ହାରୋଣ ଓ ତାହାର ପୁତ୍ରଗଣ ତହିଁରେ ଆପଣା ଆପଣା ହସ୍ତ ଓ ପଦ ପ୍ରକ୍ଷାଳନ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ହାରୋଣ ଏବଂ ତାଙ୍କର ପୁତ୍ରମାନେ ସେମାନଙ୍କର ହାତ ପାଦ ଧୌତ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ହାରୋଣ ଓ ତାହାର ପୁତ୍ରଗଣ ତହିଁରେ ଆପଣା ଆପଣା ହସ୍ତ ଓ ପଦ ପ୍ରକ୍ଷାଳନ କରିବେ।
Odia IRV 2017 (ଓଡିଆ ବାଇବେଲ)
ଆଉ ହାରୋଣ ଓ ତାହାର ପୁତ୍ରଗଣ ତହିଁରେ ଆପଣା ଆପଣା ହସ୍ତ ଓ ପଦ ପ୍ରକ୍ଷାଳନ କରିବେ।