Exodus 30:2 — Compare Translations

5 translations compared side by side

Odia - 1840
"ଏହି ବଦେୀ ବର୍ଗାକାର ହବେ। ଏକ ହାତ ଲମ୍ବ, ଏକ ହାତ ପ୍ରସ୍ଥ ଏବଂ ଏହା ଦୁଇ ହାତ ଉଚ୍ଚ ହବୋ ଉଚିତ୍। ଏହାର ଶିଙ୍ଗଗୁଡ଼ିକ ବଦେୀର ଅଂଶ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହା ଏକ ହସ୍ତ ଦୀର୍ଘ ଓ ଏକ ହସ୍ତ ପ୍ରସ୍ଥ ଓ ଚତୁଷ୍କୋଣ ହେବ, ପୁଣି ଦୁଇ ହସ୍ତ ଉଚ୍ଚ ହେବ; ତହିଁର ଶୃଙ୍ଗସକଳ ତହିଁର ଅଂଶ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ବେଦି ବର୍ଗାକାର ହେବ। ଏକ ହାତ ଲମ୍ବ, ଏକ ହାତ ପ୍ରସ୍ଥ ଏବଂ ଏହା ଦୁଇ ହାତ ଉଚ୍ଚ ହେବା ଉଚିତ୍। ଏହାର ଶିଙ୍ଗଗୁଡ଼ିକ ବେଦିର ଅଂଶ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହା ଏକ ହସ୍ତ ଦୀର୍ଘ ଓ ଏକ ହସ୍ତ ପ୍ରସ୍ଥ ଓ ଚତୁଷ୍କୋଣ ହେବ, ପୁଣି, ଦୁଇ ହସ୍ତ ଉଚ୍ଚ ହେବ; ତହିଁର ଶୃଙ୍ଗସକଳ ତହିଁର ଅଂଶ ହେବ।
Odia IRV 2017 (ଓଡିଆ ବାଇବେଲ)
ତାହା ଏକ ହସ୍ତ ଦୀର୍ଘ ଓ ଏକ ହସ୍ତ ପ୍ରସ୍ଥ ଓ ଚତୁଷ୍କୋଣ ହେବ, ପୁଣି, ଦୁଇ ହସ୍ତ ଉଚ୍ଚ ହେବ; ତହିଁର ଶୃଙ୍ଗସକଳ ତହିଁର ଅଂଶ ହେବ।