Exodus 30:20 — Compare Translations

5 translations compared side by side

Odia - 1840
"ସମାନେେ ସମାଗମ ତମ୍ବୁ ରେ ପ୍ରବେଶ କଲା ସମୟରେ ସମାନେେ ଧୋଇ ହବୋ ଉଚିତ୍, ଯାହାଫଳ ରେ ସମାନେେ ମରିବେ ନାହିଁ। ଆଉ ମଧ୍ଯ ସମାନେେ ଯାଜକର କର୍ମ କରିବା ନିମନ୍ତେ ଯେତବେେଳେ ସଦାପ୍ରଭୁଙ୍କୁ ନବୈେଦ୍ଯ ଉତ୍ସର୍ଗ କରିବା ପାଇଁ ବଦେୀ ପାଖକୁ ଯିବେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ସମାଗମ-ତମ୍ଵୁରେ ପ୍ରବେଶ କରିବା ବେଳେ ଯେପରି ନ ମରନ୍ତି, ଏଥିପାଇଁ ଜଳରେ ଆପଣା-ମାନଙ୍କୁ ଧୌତ କରିବେ; କିଅବା ସଦାପ୍ରଭୁଙ୍କର ସେବା ନିମନ୍ତେ, ଅର୍ଥାତ୍, ଅଗ୍ନିକୃତ ଉପହାର ଧୂପନ୍ୟାୟ ଦଗ୍ଧ କରିବା ନିମନ୍ତେ ବେଦି ନିକଟକୁ ଆସିବା ବେଳେ ଯେପରି ନ ମରନ୍ତି,
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ସମାଗମ-ତମ୍ବୁରେ ପ୍ରବେଶ କଲା ସମୟରେ ସେମାନେ ଧୋଇ ହେବା ଉଚିତ୍, ଯାହାଫଳରେ ସେମାନେ ମରିବେ ନାହିଁ। ଆଉ ମଧ୍ୟ ସେମାନେ ଯାଜକର କର୍ମ କରିବା ନିମନ୍ତେ ଯେତେବେଳେ ସଦାପ୍ରଭୁଙ୍କୁ ନୈବେଦ୍ୟ ଉତ୍ସର୍ଗ କରିବା ପାଇଁ ବେଦି ପାଖକୁ ଯିବେ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ସମାଗମ-ତମ୍ବୁରେ ପ୍ରବେଶ କରିବା ସମୟରେ ଯେପରି ନ ମରନ୍ତି, ଏଥିପାଇଁ ଜଳରେ ଆପଣାମାନଙ୍କୁ ଧୌତ କରିବେ; କିଅବା ସଦାପ୍ରଭୁଙ୍କର ସେବା ନିମନ୍ତେ, ଅର୍ଥାତ୍‍, ଅଗ୍ନିକୃତ ଉପହାର ଧୂପନ୍ୟାୟ ଦଗ୍ଧ କରିବା ନିମନ୍ତେ ବେଦି ନିକଟକୁ ଆସିବା ସମୟରେ ଯେପରି ନ ମରନ୍ତି,
Odia IRV 2017 (ଓଡିଆ ବାଇବେଲ)