Exodus 30:21 — Compare Translations
5 translations compared side by side
Odia - 1840
"ସମାନେେ ସମାନଙ୍କେର ହାତ ଏବଂ ପାଦ ଧୋଇବେ, ଯାହା ଫଳ ରେ ମୃତ୍ଯୁବରଣ କରିବେ ନାହିଁ। ହାରୋଣ ଏବଂ ତାଙ୍କ ବଂଶଧରମାନଙ୍କ ପାଇଁ ଏହି ବ୍ଯବସ୍ଥା ସବୁଦିନ ପାଇଁ ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିପାଇଁ ସେମାନେ ଆପଣା ଆପଣା ହସ୍ତ ଓ ପଦ ଧୌତ କରିବେ; ଏହା ତାହାର ଓ ତାହା ବଂଶର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ସେମାନଙ୍କର ହାତ ଏବଂ ପାଦ ଧୋଇବେ, ଯାହା ଫଳରେ ମୃତ୍ୟୁବରଣ କରିବେ ନାହିଁ। ହାରୋଣ ଏବଂ ତାଙ୍କ ବଂଶଧରମାନଙ୍କ ପାଇଁ ଏହି ବ୍ୟବସ୍ଥା ସବୁଦିନ ପାଇଁ ରହିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିପାଇଁ ସେମାନେ ଆପଣା ଆପଣା ହସ୍ତ ଓ ପଦ ଧୌତ କରିବେ; ଏହା ତାହାର ଓ ତାହା ବଂଶର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ।”
Odia IRV 2017 (ଓଡିଆ ବାଇବେଲ)
ଏଥିପାଇଁ ସେମାନେ ଆପଣା ଆପଣା ହସ୍ତ ଓ ପଦ ଧୌତ କରିବେ; ଏହା ତାହାର ଓ ତାହା ବଂଶର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ।”