Exodus 30:23 — Compare Translations
5 translations compared side by side
Odia - 1840
"ଏହି ଅତ୍ଯୁତ୍ତମ ସୁଗନ୍ଧି ଦ୍ରବ୍ଯ, ଅର୍ଥାତ୍ ପବିତ୍ରସ୍ଥାନର ଶକେଲ ଅନୁସାରେ ପାଞ୍ଚଶତ ଶକେଲ ନିର୍ମଳ ଗନ୍ଧରସ ଓ ତା'ର ଅଧା ଅର୍ଥାତ୍ ଅଢାଇଶ ଶକେଲ ସୁଗନ୍ଧି ବାରୁଚିନୀ ଓ ଅଢାଇଶତ ଶକେଲ ସୁଗନ୍ଧି ବଚ ସଂଗ୍ରହ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆପଣା ନିକଟରେ ଏହିସବୁ ଅତ୍ୟୁତ୍ତମ ସୁଗନ୍ଧି ଦ୍ରବ୍ୟ, ଅର୍ଥାତ୍, ପବିତ୍ର ସ୍ଥାନର ଶେକଲ ଅନୁସାରେ ପାଞ୍ଚଶତ ଶେକଲ ନିର୍ମଳ ଗନ୍ଧରସ ଓ ତହିଁର ଅର୍ଦ୍ଧ, ଅର୍ଥାତ୍, ଅଢ଼ାଇଶତ ଶେକଲ ସୁଗନ୍ଧି ଦାରୁଚିନି ଓ ଅଢ଼ାଇଶତ ଶେକଲ ସୁଗନ୍ଧି ବଚ
Odia Bible ERV 2004 (ପବିତ୍ର ବାଇବଲ)
“ଏହି ଅତ୍ୟୁତ୍ତମ ସୁଗନ୍ଧି ଦ୍ରବ୍ୟ, ଅର୍ଥାତ୍ ପବିତ୍ର ସ୍ଥାନର ଶେକଲ ଅନୁସାରେ ପାଞ୍ଚଶତ ଶେକଲ ନିର୍ମଳ ଗନ୍ଧରସ ଓ ତା’ର ଅଧା ଅର୍ଥାତ୍ ଅଢ଼ାଇଶ ଶେକଲ ସୁଗନ୍ଧି ବାରୁଚିନୀ ଓ ଅଢ଼ାଇଶତ ଶେକଲ ସୁଗନ୍ଧି ବଚ ସଂଗ୍ରହ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ତୁମ୍ଭେ ଆପଣା ନିକଟରେ ଏହିସବୁ ଅତ୍ୟୁତ୍ତମ ସୁଗନ୍ଧି ଦ୍ରବ୍ୟ, ଅର୍ଥାତ୍, ପବିତ୍ର ସ୍ଥାନର ଶେକଲ ଅନୁସାରେ ପାଞ୍ଚ ଶହ ଶେକଲ ନିର୍ମଳ ଗନ୍ଧରସ ଓ ତହିଁର ଅର୍ଦ୍ଧ, ଅର୍ଥାତ୍, ଅଢ଼ାଇଶତ ଶେକଲ ସୁଗନ୍ଧି ଦାରୁଚିନି, ଅଢ଼ାଇଶତ ଶେକଲ ସୁଗନ୍ଧି,
Odia IRV 2017 (ଓଡିଆ ବାଇବେଲ)
“ତୁମ୍ଭେ ଆପଣା ନିକଟରେ ଏହିସବୁ ଅତ୍ୟୁତ୍ତମ ସୁଗନ୍ଧି ଦ୍ରବ୍ୟ, ଅର୍ଥାତ୍, ପବିତ୍ର ସ୍ଥାନର ଶେକଲ ଅନୁସାରେ ପାଞ୍ଚଶତ ଶେକଲ ନିର୍ମଳ ଗନ୍ଧରସ ଓ ତହିଁର ଅର୍ଦ୍ଧ, ଅର୍ଥାତ୍, ଅଢ଼ାଇଶତ ଶେକଲ ସୁଗନ୍ଧି ଦାରୁଚିନି, ଅଢ଼ାଇଶତ ଶେକଲ ସୁଗନ୍ଧି,