Exodus 30:25 — Compare Translations

5 translations compared side by side

Odia - 1840
"ଏହି ସବୁତକ ମସଲା ଓ ତୈଳ ମିଶାଇବା ପାଇଁ ଏକ ସୁଗନ୍ଧି ଦ୍ରବ୍ଯ ତିଆରି କରୁଥିବା ୟନ୍ତ୍ର ଆଣ। ତାହା ଅଭିଷକୋର୍ଥକ ପବିତ୍ର ତୈଳ ମିଶାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିସବୁ ଦ୍ଵାରା ତୁମ୍ଭେ ଅଭିଷେକାର୍ଥକ ପବିତ୍ର ତୈଳ, ଅର୍ଥାତ୍, ଗନ୍ଧବଣିକର କ୍ରିୟାନୁସାରେ ତୈଳ ପ୍ରସ୍ତୁତ କରିବ, ତାହା ଅଭିଷେକାର୍ଥକ ପବିତ୍ର ତୈଳହେବ ।
Odia Bible ERV 2004 (ପବିତ୍ର ବାଇବଲ)
“ଏହି ସବୁତକ ମସଲା ଓ ତୈଳ ମିଶାଇବା ପାଇଁ ଏକ ସୁଗନ୍ଧି ଦ୍ରବ୍ୟ ତିଆରି କରୁଥିବା ଯନ୍ତ୍ର ଆଣ। ତାହା ଅଭିଷେକାର୍ଥକ ପବିତ୍ର ତୈଳ ମିଶାଇବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିସବୁ ଦ୍ୱାରା ତୁମ୍ଭେ ଅଭିଷେକାର୍ଥକ ପବିତ୍ର ତୈଳ, ଅର୍ଥାତ୍‍, ଗନ୍ଧବଣିକର କ୍ରିୟାନୁସାରେ ତୈଳ ପ୍ରସ୍ତୁତ କରିବ, ତାହା ଅଭିଷେକାର୍ଥକ ପବିତ୍ର ତୈଳ ହେବ।
Odia IRV 2017 (ଓଡିଆ ବାଇବେଲ)
ଏହିସବୁ ଦ୍ୱାରା ତୁମ୍ଭେ ଅଭିଷେକାର୍ଥକ ପବିତ୍ର ତୈଳ, ଅର୍ଥାତ୍‍, ଗନ୍ଧବଣିକର କ୍ରିୟାନୁସାରେ ତୈଳ ପ୍ରସ୍ତୁତ କରିବ, ତାହା ଅଭିଷେକାର୍ଥକ ପବିତ୍ର ତୈଳ ହେବ।