Exodus 30:27 — Compare Translations

5 translations compared side by side

Odia - 1840
"ମଜେ ଓ ତହିଁର ସକଳ ପାତ୍ର ଓ ଦୀପବୃକ୍ଷ ଓ ତହିଁର ସକଳ ଅଂଶ, ଧୂପ ବଦେୀ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ମେଜ ଓ ତହିଁର ସକଳ ପାତ୍ର ଓ ଦୀପବୃକ୍ଷ ଓ ତହିଁର ସକଳ ପାତ୍ର,
Odia Bible ERV 2004 (ପବିତ୍ର ବାଇବଲ)
ମେଜ ଓ ତହିଁର ସକଳ ପାତ୍ର ଓ ଦୀପବୃକ୍ଷ ଓ ତହିଁର ସକଳ ଅଂଶ, ଧୂପ ବେଦି,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ମେଜ, ତହିଁର ସକଳ ପାତ୍ର, ଦୀପବୃକ୍ଷ ଓ ତହିଁର ସକଳ ପାତ୍ର,
Odia IRV 2017 (ଓଡିଆ ବାଇବେଲ)
ପୁଣି, ମେଜ, ତହିଁର ସକଳ ପାତ୍ର, ଦୀପବୃକ୍ଷ ଓ ତହିଁର ସକଳ ପାତ୍ର,