Exodus 30:28 — Compare Translations
5 translations compared side by side
Odia - 1840
"ହାମବେଳିର ବଦେୀ ଓ ତହିଁର ସକଳ ଅଂଶ, ପ୍ରକ୍ଷାଳନ ପାତ୍ର ଓ ତହିଁର ରୁଖା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଧୂପବେଦି ଓ ତହିଁର ସକଳ ପାତ୍ର ଓ ପ୍ରକ୍ଷାଳନପାତ୍ର ଓ ତହିଁର ବୈଠିକି ଅଭିଷେକ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ହୋମବଳିର ବେଦି ଓ ତହିଁର ସକଳ ଅଂଶ, ପ୍ରକ୍ଷାଳନ ପାତ୍ର ଓ ତହିଁର ରୁଖା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଧୂପବେଦି, ତହିଁର ସକଳ ପାତ୍ର, ପ୍ରକ୍ଷାଳନ-ପାତ୍ର ଓ ତହିଁର ବୈଠିକି ଅଭିଷେକ କରିବ।
Odia IRV 2017 (ଓଡିଆ ବାଇବେଲ)
ଆଉ ଧୂପବେଦି, ତହିଁର ସକଳ ପାତ୍ର, ପ୍ରକ୍ଷାଳନ ପାତ୍ର ଓ ତହିଁର ବୈଠିକି ଅଭିଷେକ କରିବ।