Exodus 30:29 — Compare Translations

5 translations compared side by side

Odia - 1840
"ଏହିସବୁ ବସ୍ତୁକୁ ପବିତ୍ର କର। ତହିଁରେ ସଗେୁଡିକ ମହାପବିତ୍ର ହବେ ଏବଂ ଯାହା କିଛି ସଗେୁଡିକ ସ୍ପର୍ଶ କରେ ସେସବୁ ନିଶ୍ଚଯ ପବିତ୍ର ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଏହି ସବୁ ବସ୍ତୁକୁ ପବିତ୍ର କରିବ, ତହିଁରେ ତାହା ମହାପବିତ୍ର ହେବ, ଯାହା କିଛି ତାହା ସ୍ପର୍ଶ କରଇ, ସେସବୁ ପବିତ୍ର ହେବ।
Odia Bible ERV 2004 (ପବିତ୍ର ବାଇବଲ)
ଏହିସବୁ ବସ୍ତୁକୁ ପବିତ୍ର କର। ତହିଁରେ ସେଗୁଡ଼ିକ ମହାପବିତ୍ର ହେବ ଏବଂ ଯାହାକିଛି ସେଗୁଡ଼ିକ ସ୍ପର୍ଶ କରେ ସେସବୁ ନିଶ୍ଚୟ ପବିତ୍ର ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଏହିସବୁ ବସ୍ତୁକୁ ପବିତ୍ର କରିବ, ତହିଁରେ ତାହା ମହାପବିତ୍ର ହେବ, ଯାହା କିଛି ତାହା ସ୍ପର୍ଶ କରେ, ସେସବୁ ପବିତ୍ର ହେବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଏହିସବୁ ବସ୍ତୁକୁ ପବିତ୍ର କରିବ, ତହିଁରେ ତାହା ମହାପବିତ୍ର ହେବ, ଯାହା କିଛି ତାହା ସ୍ପର୍ଶ କରେ, ସେସବୁ ପବିତ୍ର ହେବ।