Exodus 30:3 — Compare Translations
5 translations compared side by side
Odia - 1840
"ଏହି ବଦେୀର ଉପର ଏବଂ ଚତୁଃପାଶର୍ବକୁ ନିର୍ମଳ ସୁନା ରେ ଆଚ୍ଛାଦନ କର ଏବଂ ଚାରିଆଡେ ସୁନା କାନ୍ଥ ଦବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁର ପୃଷ୍ଠ ଓ ଚାରିପାର୍ଶ୍ଵ ଓ ଶୃଙ୍ଗ ନିର୍ମଳ ସୁବର୍ଣ୍ଣରେ ମଡ଼ାଇବ ଓ ତହିଁର ଚାରିଆଡ଼େ ସ୍ଵର୍ଣ୍ଣର କାନ୍ଥି କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ବେଦିର ଉପର ଏବଂ ଚତୁର୍ପାର୍ଶ୍ୱକୁ ନିର୍ମଳ ସୁନାରେ ଆଚ୍ଛାଦନ କର ଏବଂ ଗ୍ଭରିଆଡ଼େ ସୁନା କାନ୍ଥ ଦେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁର ପୃଷ୍ଠ ଓ ଚାରି ପାର୍ଶ୍ୱ ଓ ଶୃଙ୍ଗ ନିର୍ମଳ ସୁବର୍ଣ୍ଣରେ ମଡ଼ାଇବ ଓ ତହିଁର ଚାରିଆଡ଼େ ସ୍ୱର୍ଣ୍ଣର କାନ୍ଥି କରିବ।
Odia IRV 2017 (ଓଡିଆ ବାଇବେଲ)
ତହିଁର ପୃଷ୍ଠ ଓ ଚାରି ପାର୍ଶ୍ୱ ଓ ଶୃଙ୍ଗ ନିର୍ମଳ ସୁବର୍ଣ୍ଣରେ ମଡ଼ାଇବ ଓ ତହିଁର ଚାରିଆଡ଼େ ସ୍ୱର୍ଣ୍ଣର କାନ୍ଥି କରିବ।