Exodus 30:31 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲର ଲୋକମାନଙ୍କୁ ଏହି ଅଭିଷକୋର୍ଥକ ତୈଳ ବିଷଯ ରେ କୁହ ଯେ ଏହା ପବିତ୍ର ଅଟେ। ଏହା ସର୍ବଦା ଆମ୍ଭ ପାଇଁ ବ୍ଯବହାର ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଇସ୍ରାଏଲ-ସନ୍ତାନଗଣକୁ କହିବ, ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ଆମ୍ଭ ନିମନ୍ତେ ତାହା ଅଭିଷେକାର୍ଥକ ପବିତ୍ର ତୈଳ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲର ଲୋକମାନଙ୍କୁ ଏହି ଅଭିଷେକାର୍ଥକ ତୈଳ ବିଷୟରେ କୁହ ଯେ ଏହା ପବିତ୍ର ଅଟେ। ଏହା ସର୍ବଦା ଆମ୍ଭ ପାଇଁ ବ୍ୟବହାର ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଇସ୍ରାଏଲ-ସନ୍ତାନଗଣକୁ କହିବ, ‘ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ଆମ୍ଭ ନିମନ୍ତେ ତାହା ଅଭିଷେକାର୍ଥକ ପବିତ୍ର ତୈଳ ହେବ।
Odia IRV 2017 (ଓଡିଆ ବାଇବେଲ)
ଆଉ ଇସ୍ରାଏଲ ସନ୍ତାନଗଣକୁ କହିବ, ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ଆମ୍ଭ ନିମନ୍ତେ ତାହା ଅଭିଷେକାର୍ଥକ ପବିତ୍ର ତୈଳ ହେବ।
Recommended Reading