Exodus 30:32 — Compare Translations

5 translations compared side by side

Odia - 1840
"କହେି ଏହାକୁ ବ୍ଯକ୍ତିଗତ କାର୍ୟ୍ଯ ରେ ସାଧାରଣ ତୈଳ ପରି ବ୍ଯବହାର କରିପାରିବେ ନାହିଁ। ବିଶଷେ ତୈଳ ପ୍ରସ୍ତୁତ କଲାପରି ଅନ୍ୟ ସୁଗନ୍ଧିକୁ ପ୍ରସ୍ତୁତ କରନାହିଁ।ଏହି ତୈଳ ପବିତ୍ର ଏବଂ ତୁମ୍ଭ ପାଇଁ ପବିତ୍ର ହବୋ ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମନୁଷ୍ୟର ଶରୀରରେ ତାହା ଢ଼ଳାଯିବ ନାହିଁ; ଅଥବା ତୁମ୍ଭେମାନେ ତହିଁର ମିଶ୍ରିତ ଦ୍ରବ୍ୟର ପରିମାଣାନୁସାରେ ଆଉ କୌଣସି ତୈଳ କରିବ ନାହିଁ; ତାହା ପବିତ୍ର ଅଟେ, ଆଉ ତାହା ତୁମ୍ଭମାନଙ୍କ ପ୍ରତି ପବିତ୍ର ହେବ।
Odia Bible ERV 2004 (ପବିତ୍ର ବାଇବଲ)
କେହି ଏହାକୁ ବ୍ୟକ୍ତିଗତ କାର୍ଯ୍ୟରେ ସାଧାରଣ ତୈଳ ପରି ବ୍ୟବହାର କରି ପାରିବେ ନାହିଁ। ବିଶେଷ ତୈଳ ପ୍ରସ୍ତୁତ କଲାପରି ଅନ୍ୟ ସୁଗନ୍ଧିକୁ ପ୍ରସ୍ତୁତ କର ନାହିଁ। ଏହି ତୈଳ ପବିତ୍ର ଏବଂ ତୁମ୍ଭ ପାଇଁ ପବିତ୍ର ହେବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମନୁଷ୍ୟର ଶରୀରରେ ତାହା ଢ଼ଳାଯିବ ନାହିଁ; ଅଥବା ତୁମ୍ଭେମାନେ ତହିଁର ମିଶ୍ରିତ ଦ୍ରବ୍ୟର ପରିମାଣାନୁସାରେ ଆଉ କୌଣସି ତୈଳ କରିବ ନାହିଁ; ତାହା ପବିତ୍ର ଅଟେ, ଆଉ ତାହା ତୁମ୍ଭମାନଙ୍କ ପ୍ରତି ପବିତ୍ର ହେବ।
Odia IRV 2017 (ଓଡିଆ ବାଇବେଲ)
ମନୁଷ୍ୟର ଶରୀରରେ ତାହା ଢ଼ଳାଯିବ ନାହିଁ; ଅଥବା ତୁମ୍ଭେମାନେ ତହିଁର ମିଶ୍ରିତ ଦ୍ରବ୍ୟର ପରିମାଣାନୁସାରେ ଆଉ କୌଣସି ତୈଳ କରିବ ନାହିଁ; ତାହା ପବିତ୍ର ଅଟେ, ଆଉ ତାହା ତୁମ୍ଭମାନଙ୍କ ପ୍ରତି ପବିତ୍ର ହେବ।