Exodus 30:34 — Compare Translations
5 translations compared side by side
Odia - 1840
"ଏହାପରେ ସଦାପ୍ରଭୁ ମାଶାଙ୍କେୁ କହିଲେ, ତୁମ୍ଭେ ଆପଣା ନିକଟରେ ସୁଗନ୍ଧ ଦ୍ରବ୍ଯ ଅର୍ଥାତ୍ ଗୁଗ୍ଗୁଳ ଓ ନଖୀ, କୁନ୍ଦୁରୁ ଓ ନିର୍ମଳ ଲୋବାନ୍। ଏହି ପ୍ରେତ୍ୟକକ ସୁଗନ୍ଧି ଦ୍ରବ୍ଯ ସମଭାବରେ ସଂଗ୍ରହ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, ତୁମ୍ଭେ ଆପଣା ନିକଟରେ ସୁଗନ୍ଧି ଦ୍ରବ୍ୟ, ଅର୍ଥାତ୍, ଗୁଗ୍ଗୁଳ ଓ ନଖୀ ଓ କୁନ୍ଦୁରୁ ଓ ନିର୍ମଳ ଲୋବାନ୍, ଏହି ପ୍ରତ୍ୟେକ ସୁଗନ୍ଧି ଦ୍ରବ୍ୟ ସମଭାଗରେ ସଂଗ୍ରହ କର ।
Odia Bible ERV 2004 (ପବିତ୍ର ବାଇବଲ)
ଧୂପ ଏହା ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଆପଣା ନିକଟରେ ସୁଗନ୍ଧି ଦ୍ରବ୍ୟ ଅର୍ଥାତ୍ ଗୁଗ୍ଗୁଳ ଓ ନଖୀ, କୁନ୍ଦୁରୁ ଓ ନିର୍ମଳ ଲୋବାନ୍। ଏହି ପ୍ରତ୍ୟେକ ସୁଗନ୍ଧି ଦ୍ରବ୍ୟ ସମଭାବରେ ସଂଗ୍ରହ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଆପଣା ନିକଟରେ ସୁଗନ୍ଧି ଦ୍ରବ୍ୟ, ଅର୍ଥାତ୍, ଗୁଗ୍ଗୁଳ, ନଖୀ, କୁନ୍ଦୁରୁ ଓ ନିର୍ମଳ ଲୋବାନ୍, ଏହି ପ୍ରତ୍ୟେକ ସୁଗନ୍ଧି ଦ୍ରବ୍ୟ ସମଭାଗରେ ସଂଗ୍ରହ କର।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଆପଣା ନିକଟରେ ସୁଗନ୍ଧି ଦ୍ରବ୍ୟ, ଅର୍ଥାତ୍, ଗୁଗ୍ଗୁଳ, ନଖୀ, କୁନ୍ଦୁରୁ ଓ ନିର୍ମଳ ଲୋବାନ୍, ଏହି ପ୍ରତ୍ୟେକ ସୁଗନ୍ଧି ଦ୍ରବ୍ୟ ସମଭାଗରେ ସଂଗ୍ରହ କର।