Exodus 30:35 — Compare Translations

5 translations compared side by side

Odia - 1840
"ଏହିସବୁ ମିଶାଇ ସୁଗନ୍ଧି ପ୍ରସ୍ତୁତ କରିବା ପାଇଁ ଏକ ଧୂପକାରକକୁ ଆଣ। ଏଥି ରେ ଲବଣ ମଧ୍ଯ ମିଶାଅ। ଏହା ତୁମ୍ଭ ପାଇଁ ଶୁଦ୍ଧ ଓ ପବିତ୍ର ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତଦ୍ଦ୍ଵାରା ଗନ୍ଧବଣିକର କ୍ରିୟାରେପ୍ରସ୍ତୁତ ଓ ଲବଣାକ୍ତ ଏକ ନିର୍ମଳ ପବିତ୍ର ସୁଗନ୍ଧି ଧୂପ ପ୍ରସ୍ତୁତ କର ।
Odia Bible ERV 2004 (ପବିତ୍ର ବାଇବଲ)
ଏହିସବୁ ମିଶାଇ ସୁଗନ୍ଧି ପ୍ରସ୍ତୁତ କରିବା ପାଇଁ ଏକ ଧୂପକାରକକୁ ଆଣ। ଏଥିରେ ଲବଣ ମଧ୍ୟ ମିଶାଅ। ଏହା ତୁମ୍ଭ ପାଇଁ ଶୁଦ୍ଧ ଓ ପବିତ୍ର ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତଦ୍ଦ୍ୱାରା ଗନ୍ଧବଣିକର କ୍ରିୟାରେ ପ୍ରସ୍ତୁତ ଓ ଲବଣାକ୍ତ ଏକ ନିର୍ମଳ ପବିତ୍ର ସୁଗନ୍ଧି ଧୂପ ପ୍ରସ୍ତୁତ କର।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତଦ୍ଦ୍ୱାରା ଗନ୍ଧବଣିକର କ୍ରିୟାରେ ପ୍ରସ୍ତୁତ ଓ ଲବଣାକ୍ତ ଏକ ନିର୍ମଳ ପବିତ୍ର ସୁଗନ୍ଧି ଧୂପ ପ୍ରସ୍ତୁତ କର।