Exodus 30:36 — Compare Translations
5 translations compared side by side
Odia - 1840
"ତହିଁରୁ କିଛି ଚୁର୍ଣ୍ଣ କରି ଯେଉଁ ସମାଗମ ତମ୍ବୁ ରେ ଆମ୍ଭେ ତୁମ୍ଭ ସହିତ ସାକ୍ଷାତ କରିବା, ତହିଁ ମଧିଅରେ ନିଯମ-ସିନ୍ଦୁକ ମଧିଅରେ ରଖିବ। ତାହା ତୁମ୍ଭମାନଙ୍କ ପ୍ରତି ମହାପବିତ୍ର ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରୁ କିଛି ଚୂର୍ଣ୍ଣ କରି ଯେଉଁ ସମାଗମ-ତମ୍ଵୁରେ ଆମ୍ଭେ ତୁମ୍ଭ ସହିତ ସାକ୍ଷାତ କରିବା, ତହିଁ ମଧ୍ୟରେ ସାକ୍ଷ୍ୟସିନ୍ଦୁକ ସମ୍ମୁଖରେ ରଖିବ; ତାହା ତୁମ୍ଭମାନଙ୍କ ପ୍ରତି ମହାପବିତ୍ର ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ତହିଁରୁ କିଛି ଚୂର୍ଣ୍ଣ କରି ଯେଉଁ ସମାଗମ-ତମ୍ବୁରେ ଆମ୍ଭେ ତୁମ୍ଭ ସହିତ ସାକ୍ଷାତ କରିବା, ତହିଁ ମଧ୍ୟରେ ନିୟମ-ସିନ୍ଦୁକ ମଧ୍ୟରେ ରଖିବ। ତାହା ତୁମ୍ଭମାନଙ୍କ ପ୍ରତି ମହାପବିତ୍ର ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରୁ କିଛି ଚୂର୍ଣ୍ଣ କରି ଯେଉଁ ସମାଗମ-ତମ୍ବୁରେ ଆମ୍ଭେ ତୁମ୍ଭ ସହିତ ସାକ୍ଷାତ କରିବା, ତହିଁ ମଧ୍ୟରେ ସାକ୍ଷ୍ୟ-ସିନ୍ଦୁକ ସମ୍ମୁଖରେ ରଖିବ; ତାହା ତୁମ୍ଭମାନଙ୍କ ପ୍ରତି ମହାପବିତ୍ର ହେବ।
Odia IRV 2017 (ଓଡିଆ ବାଇବେଲ)
ତହିଁରୁ କିଛି ଚୂର୍ଣ୍ଣ କରି ଯେଉଁ ସମାଗମ-ତମ୍ବୁରେ ଆମ୍ଭେ ତୁମ୍ଭ ସହିତ ସାକ୍ଷାତ କରିବା, ତହିଁ ମଧ୍ୟରେ ସାକ୍ଷ୍ୟ ସିନ୍ଦୁକ ସମ୍ମୁଖରେ ରଖିବ; ତାହା ତୁମ୍ଭମାନଙ୍କ ପ୍ରତି ମହାପବିତ୍ର ହେବ।