Exodus 30:4 — Compare Translations

5 translations compared side by side

Odia - 1840
"ସୁବର୍ଣ୍ଣର ବଳଯ ତଳେ ଦୁଇଟି କଣା କର। ଏବଂ ସଠାେରେ ଦୁଇଟି ସୁବର୍ଣ୍ଣର ଆଙ୍କୁଡା ଲଗାଅ। ୟଜ୍ଞବଦେୀକୁ ସାଙ୍ଗୀ ସାହାୟ୍ଯ ରେ ବହିନିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତହିଁର କାନ୍ଥି ତଳେ ଦୁଇପାର୍ଶ୍ଵର ଦୁଇ କୋଣ ନିକଟରେ ସ୍ଵର୍ଣ୍ଣର ଦୁଇ ଦୁଇ କଡ଼ା କରିବ; ଆଉ ତାହା ବହନାର୍ଥକ ସାଙ୍ଗୀର ଘରା ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ସୁବର୍ଣ୍ଣର ବଳୟ ତଳେ ଦୁଇଟି କଣା କର। ଏବଂ ସେଠାରେ ଦୁଇଟି ସୁବର୍ଣ୍ଣର ଆଙ୍କଡ଼ା ଲଗାଅ। ଯଜ୍ଞବେଦିକୁ ସାଙ୍ଗୀ ସାହାଯ୍ୟରେ ବହିନିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତହିଁର କାନ୍ଥି ତଳେ ଦୁଇ ପାର୍ଶ୍ୱର ଦୁଇ କୋଣ ନିକଟରେ ସ୍ୱର୍ଣ୍ଣର ଦୁଇ ଦୁଇ କଡ଼ା କରିବ; ଆଉ ତାହା ବହନାର୍ଥକ ସାଙ୍ଗୀର ଘରା ହେବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତହିଁର କାନ୍ଥି ତଳେ ଦୁଇ ପାର୍ଶ୍ୱର ଦୁଇ କୋଣ ନିକଟରେ ସ୍ୱର୍ଣ୍ଣର ଦୁଇ ଦୁଇ କଡ଼ା କରିବ; ଆଉ ତାହା ବହନାର୍ଥକ ସାଙ୍ଗୀର ଘରା ହେବ।