Exodus 30:5 — Compare Translations
5 translations compared side by side
Odia - 1840
"ଏହି ସାଙ୍ଗୀ ମଧ୍ଯ ଶିଟୀମ୍ କାଠ ରେ ତିଆରି କରିବ। ଏହି ସାଙ୍ଗୀଗୁଡିକ ସୁବର୍ଣ୍ଣ ରେ ଛାଉଣୀ କରାୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ସାଙ୍ଗୀ ଶିଟୀମ୍ କାଷ୍ଠରେ ନିର୍ମାଣ କରି ସ୍ଵର୍ଣ୍ଣରେ ମଡ଼ାଇବ ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ସାଙ୍ଗୀ ମଧ୍ୟ ଶିଟୀମ୍ କାଠରେ ତିଆରି କରିବ। ଏହି ସାଙ୍ଗୀଗୁଡ଼ିକ ସୁବର୍ଣ୍ଣରେ ଛାଉଣି କରାଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସାଙ୍ଗୀ ଶିଟୀମ୍ କାଷ୍ଠରେ ନିର୍ମାଣ କରି ସ୍ୱର୍ଣ୍ଣରେ ମଡ଼ାଇବ।
Odia IRV 2017 (ଓଡିଆ ବାଇବେଲ)
ସେହି ସାଙ୍ଗୀ ଶିଟୀମ୍ କାଷ୍ଠରେ ନିର୍ମାଣ କରି ସ୍ୱର୍ଣ୍ଣରେ ମଡ଼ାଇବ।