Exodus 30:6 — Compare Translations
5 translations compared side by side
Odia - 1840
"ମୁଁ ତୁମ୍ଭକୁ ଯେଉଁ ସ୍ଥାନ ରେ ସାକ୍ଷାତ କରିବି ତାହା ନିଯମ-ସିନ୍ଦୁକର ସମ୍ମୁଖ ରେ ଅଛି। ଯେଉଁଟାକି ପରଦା ପାଶର୍ବ ରେ ନିଯମ-ସିନ୍ଦୁକ ଆଚ୍ଛାଦକର ଆଗ ରେ ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଆମ୍ଭେ ଯେଉଁ ସ୍ଥାନରେ ତୁମ୍ଭ ସହିତ ସାକ୍ଷାତ କରିବା, ସେହି ସ୍ଥାନରେ, ଅର୍ଥାତ୍, ସାକ୍ଷ୍ୟସିନ୍ଦୁକର ଉପରିସ୍ଥ ପାପାଚ୍ଛାଦନ ସମ୍ମୁଖରେ ସାକ୍ଷ୍ୟସିନ୍ଦୁକର ଅଗ୍ରସ୍ଥିତ ବିଚ୍ଛେଦ-ବସ୍ତ୍ରର ଆଗରେ ତାହା ରଖିବ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭକୁ ଯେଉଁ ସ୍ଥାନରେ ସାକ୍ଷାତ କରିବି ତାହା ନିୟମ-ସିନ୍ଦୁକର ସମ୍ମୁଖରେ ଅଛି। ଯେଉଁଟାକି ପରଦା ପାର୍ଶ୍ୱରେ ନିୟମ-ସିନ୍ଦୁକ ଆଚ୍ଛାଦକର ଆଗରେ ଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ଯେଉଁ ସ୍ଥାନରେ ତୁମ୍ଭ ସହିତ ସାକ୍ଷାତ କରିବା, ସେହି ସ୍ଥାନରେ, ଅର୍ଥାତ୍, ସାକ୍ଷ୍ୟ-ସିନ୍ଦୁକର ଉପରିସ୍ଥ ପାପାଚ୍ଛାଦନ ସମ୍ମୁଖରେ ସାକ୍ଷ୍ୟ-ସିନ୍ଦୁକର ଅଗ୍ରସ୍ଥିତ ବିଚ୍ଛେଦ ବସ୍ତ୍ରର ଆଗରେ ତାହା ରଖିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ ଯେଉଁ ସ୍ଥାନରେ ତୁମ୍ଭ ସହିତ ସାକ୍ଷାତ କରିବା, ସେହି ସ୍ଥାନରେ, ଅର୍ଥାତ୍, ସାକ୍ଷ୍ୟ ସିନ୍ଦୁକର ଉପରିସ୍ଥ ପାପାଚ୍ଛାଦନ ସମ୍ମୁଖରେ ସାକ୍ଷ୍ୟ ସିନ୍ଦୁକର ଅଗ୍ରସ୍ଥିତ ବିଚ୍ଛେଦ-ବସ୍ତ୍ରର ଆଗରେ ତାହା ରଖିବ।