Exodus 30:7 — Compare Translations

5 translations compared side by side

Odia - 1840
"ହାରୋଣ ସୁଗନ୍ଧିତ ଧୂପ ଜଳାଇବ। ସେ ପ୍ରତି ପ୍ରଭାତ ରେ ପ୍ରଦୀପ ପରିଷ୍କାର କରିବା ବେଳେ ସହେି ଧୂପ ଜଳାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହାରୋଣ ତହିଁ ଉପରେ ସୁଗନ୍ଧି ଧୂପ ଜ୍ଵଳାଇବ, ସେ ପ୍ରତି ପ୍ରଭାତରେ ପ୍ରଦୀପ ପରିଷ୍କାର କରିବା ବେଳେ ସେହି ଧୂପ ଜ୍ଵଳାଇବ ।
Odia Bible ERV 2004 (ପବିତ୍ର ବାଇବଲ)
“ହାରୋଣ ସୁଗନ୍ଧିତ ଧୂପ ଜଳାଇବ। ସେ ପ୍ରତି ପ୍ରଭାତରେ ପ୍ରଦୀପ ପରିଷ୍କାର କରିବା ବେଳେ ସେହି ଧୂପ ଜଳାଇବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହାରୋଣ ତହିଁ ଉପରେ ସୁଗନ୍ଧି ଧୂପ ଜ୍ୱଳାଇବ, ସେ ପ୍ରତି ପ୍ରଭାତରେ ପ୍ରଦୀପ ପରିଷ୍କାର କରିବା ସମୟରେ ସେହି ଧୂପ ଜ୍ୱଳାଇବ।
Odia IRV 2017 (ଓଡିଆ ବାଇବେଲ)
ହାରୋଣ ତହିଁ ଉପରେ ସୁଗନ୍ଧି ଧୂପ ଜ୍ୱଳାଇବ, ସେ ପ୍ରତି ପ୍ରଭାତରେ ପ୍ରଦୀପ ପରିଷ୍କାର କରିବା ସମୟରେ ସେହି ଧୂପ ଜ୍ୱଳାଇବ।