Exodus 30:8 — Compare Translations

5 translations compared side by side

Odia - 1840
"ପୁଣି ସନ୍ଧ୍ଯା ସମୟରେ ହାରୋଣ ପ୍ରଦୀପ ଜଳାଇବା ସମୟରେ ଧୂପ ଜଳାଇବ, ତହିଁରେ ସମାନଙ୍କେର ପୁରୁଷାନୁକ୍ରମେ ସଦାପ୍ରଭୁଙ୍କ ସମ୍ମୁଖ ରେ ପ୍ରେତ୍ୟକକ ଦିନ ଧୂପ ଜଳାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସନ୍ଧ୍ୟା କାଳେ ହାରୋଣ ପ୍ରଦୀପ ଜ୍ଵଳାଇବା ସମୟରେ ଧୂପ ଜ୍ଵଳାଇବ, ତହିଁରେ ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ସଦାପ୍ରଭୁଙ୍କ ସମ୍ମୁଖରେ ନିତ୍ୟ ନିତ୍ୟ ଧୂପ-ଦାହ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସନ୍ଧ୍ୟା ସମୟରେ ହାରୋଣ ପ୍ରଦୀପ ଜଳାଇବା ସମୟରେ ଧୂପ ଜଳାଇବ, ତହିଁରେ ସେମାନଙ୍କର ପୁରୁଷାନୁକ୍ରମେ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରତ୍ୟେକ ଦିନ ଧୂପ ଜଳାଇବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସନ୍ଧ୍ୟାକାଳେ ହାରୋଣ ପ୍ରଦୀପ ଜ୍ୱଳାଇବା ସମୟରେ ଧୂପ ଜ୍ୱଳାଇବ, ତହିଁରେ ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ସଦାପ୍ରଭୁଙ୍କ ସମ୍ମୁଖରେ ନିତ୍ୟ ନିତ୍ୟ ଧୂପଦାହ ହେବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସନ୍ଧ୍ୟା କାଳେ ହାରୋଣ ପ୍ରଦୀପ ଜ୍ୱଳାଇବା ସମୟରେ ଧୂପ ଜ୍ୱଳାଇବ, ତହିଁରେ ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ସଦାପ୍ରଭୁଙ୍କ ସମ୍ମୁଖରେ ନିତ୍ୟ ନିତ୍ୟ ଧୂପ-ଦାହ ହେବ।