Exodus 30:9 — Compare Translations
5 translations compared side by side
Odia - 1840
"ବିଦେଶୀ ଧୂପ କିମ୍ବା ହାମବେଳି କିମ୍ବା ଶସ୍ଯ ନବୈେଦ୍ଯ ବଦେୀ ଉପରେ ଉତ୍ସର୍ଗ କର ନାହିଁ ଓ ତହିଁ ଉପରେ ପଯେ ନବୈେଦ୍ଯ ଢାଳ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ତହିଁ ଉପରେ ଇତର ଧୂପ ଅବା ହୋମବଳି କିଅବା ଭକ୍ଷ୍ୟ ନୈବେଦ୍ୟ ଉତ୍ସର୍ଗ କରିବ ନାହିଁ ଓ ତହିଁ ଉପରେ ପେୟ ନୈବେଦ୍ୟ ଢାଳିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ବିଦେଶୀ ଧୂପ କିମ୍ବା ହୋମବଳି କିମ୍ବା ଶସ୍ୟ ନୈବେଦ୍ୟ ବେଦି ଉପରେ ଉତ୍ସର୍ଗ କର ନାହିଁ ଓ ତହିଁ ଉପରେ ପେୟନୈବେଦ୍ୟ ଢାଳ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ତହିଁ ଉପରେ ଅନ୍ୟ କୌଣସି ଧୂପ ଅବା ହୋମବଳି କିଅବା ଭକ୍ଷ୍ୟ ନୈବେଦ୍ୟ ଉତ୍ସର୍ଗ କରିବ ନାହିଁ ଓ ତହିଁ ଉପରେ ପେୟ-ନୈବେଦ୍ୟ ଢାଳିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ତହିଁ ଉପରେ ଅନ୍ୟ କୌଣସି ଧୂପ ଅବା ହୋମବଳି କିଅବା ଭକ୍ଷ୍ୟ ନୈବେଦ୍ୟ ଉତ୍ସର୍ଗ କରିବ ନାହିଁ ଓ ତହିଁ ଉପରେ ପେୟ ନୈବେଦ୍ୟ ଢାଳିବ ନାହିଁ।