Exodus 31:10 — Compare Translations

5 translations compared side by side

Odia - 1840
"ଯାଜକ ହାରୋଣ ନିମନ୍ତେ ବିଶଷେ ବସ୍ତ୍ର ସୁନ୍ଦର ଭାବରେ ସିଲାଇ କରାୟାଇଛି,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସୁଶୋଭିତ ବସ୍ତ୍ର ଓ ଯାଜକକର୍ମ କରଣାର୍ଥେ ହାରୋଣ ଯାଜକର ପବିତ୍ର ବସ୍ତ୍ର ଓ ତାହାର ପୁତ୍ରଗଣର ବସ୍ତ୍ର,
Odia Bible ERV 2004 (ପବିତ୍ର ବାଇବଲ)
ଯାଜକ ହାରୋଣ ନିମନ୍ତେ ବିଶେଷ ବସ୍ତ୍ର ସୁନ୍ଦର ଭାବରେ ସିଲାଇ କରାଯାଇଛି, ହାରୋଣର ପୁତ୍ରମାନଙ୍କ ପାଇଁ ବିଶେଷ ବସ୍ତ୍ରମାନ ଯେତେବେଳେ ସେମାନେ ଯାଜକ କର୍ମ କରିବେ ସେତେବେଳେ ସେମାନେ ସେଗୁଡ଼ିକ ପରିଧାନ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସୁଶୋଭିତ ବସ୍ତ୍ର, ଯାଜକ କର୍ମ କରଣାର୍ଥେ ହାରୋଣ ଯାଜକର ପବିତ୍ର ବସ୍ତ୍ର ଓ ତାହାର ପୁତ୍ରଗଣର ବସ୍ତ୍ର,
Odia IRV 2017 (ଓଡିଆ ବାଇବେଲ)
ପୁଣି, ସୁଶୋଭିତ ବସ୍ତ୍ର, ଯାଜକ କର୍ମ କରଣାର୍ଥେ ହାରୋଣ ଯାଜକର ପବିତ୍ର ବସ୍ତ୍ର ଓ ତାହାର ପୁତ୍ରଗଣର ବସ୍ତ୍ର,