Exodus 31:11 — Compare Translations
5 translations compared side by side
Odia - 1840
"ପବିତ୍ରସ୍ଥାନ ନିମନ୍ତେ ଅଭିଷକୋର୍ଥ ତୈଳ ଓ ଧୂପ ଏହି କର୍ମୀମାନେ କାର୍ୟ୍ଯମାନ ମାରେଆଜ୍ଞା ଅନୁୟାଯୀ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଅଭିଷେକାର୍ଥକ ତୈଳ ଓ ପବିତ୍ର ସ୍ଥାନ ନିମନ୍ତେ ସୁଗନ୍ଧି ଧୂପ, ଏହି ଯେଉଁ ସମସ୍ତ ଆଜ୍ଞା ଆମ୍ଭେ ତୁମ୍ଭକୁ ଦେଲୁ, ତଦନୁସାରେ ସେମାନେ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ପବିତ୍ର ସ୍ଥାନ ନିମନ୍ତେ ଅଭିଷେକାର୍ଥକ ତୈଳ ଓ ଧୂପ ଏହି କର୍ମୀମାନେ କାର୍ଯ୍ୟମାନ ମୋର ଆଜ୍ଞା ଅନୁଯାୟୀ କରିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଅଭିଷେକାର୍ଥକ ତୈଳ ଓ ପବିତ୍ର ସ୍ଥାନ ନିମନ୍ତେ ସୁଗନ୍ଧି ଧୂପ, ଏହି ଯେଉଁ ସମସ୍ତ ଆଜ୍ଞା ଆମ୍ଭେ ତୁମ୍ଭକୁ ଦେଇଅଛୁ, ତଦନୁସାରେ ସେମାନେ କରିବେ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ଅଭିଷେକାର୍ଥକ ତୈଳ ଓ ପବିତ୍ର ସ୍ଥାନ ନିମନ୍ତେ ସୁଗନ୍ଧି ଧୂପ, ଏହି ଯେଉଁ ସମସ୍ତ ଆଜ୍ଞା ଆମ୍ଭେ ତୁମ୍ଭକୁ ଦେଇଅଛୁ, ତଦନୁସାରେ ସେମାନେ କରିବେ।”