Exodus 31:14 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ମାରେ ବିଶ୍ରାମ ଦିନ ପାଳନ କରିବା ଉଚିତ୍। କାରଣ ତାହା ତୁମ୍ଭମାନଙ୍କ ପାଇଁ ପବିତ୍ର ଅଟେ। ଯଦି କହେି ଏହାକୁ ଅପବିତ୍ର କରେ ତବେେ ସେ ମୃତ୍ଯୁବରଣ କରିବା ଉଚିତ୍। ଯଦି କହେି ସଦେିନ କାର୍ୟ୍ଯ କରେ, ସେ ଆପଣା ଲୋକମାନଙ୍କଠାରୁ ଅଲଗା ହବୋ ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ତୁମ୍ଭେମାନେ ବିଶ୍ରାମଦିନ ପାଳନ କରିବ; କାରଣ ତାହା ତୁମ୍ଭମାନଙ୍କ ପ୍ରତି ପବିତ୍ର ଅଟଇ; ଯେ କେହି ତାହା ଅପବିତ୍ର କରଇ, ନିଶ୍ଚୟ ତାହାର ପ୍ରାଣଦଣ୍ତ ହେବ; ପୁଣି ଯେ କୌଣସି ପ୍ରାଣୀ ସେହି ଦିନରେ କାର୍ଯ୍ୟ କରିବ, ସେ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
“‘ତୁମ୍ଭେମାନେ ମୋର ବିଶ୍ରାମ ଦିନ ପାଳନ କରିବା ଉଚିତ୍। କାରଣ ତାହା ତୁମ୍ଭମାନଙ୍କ ପାଇଁ ପବିତ୍ର ଅଟେ। ଯଦି କେହି ଏହାକୁ ଅପବିତ୍ର କରେ ତେବେ ସେ ମୃତ୍ୟୁବରଣ କରିବା ଉଚିତ୍। ଯଦି କେହି ସେଦିନ କାର୍ଯ୍ୟ କରେ, ସେ ଆପଣା ଲୋକମାନଙ୍କଠାରୁ ଅଲଗା ହେବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ତୁମ୍ଭେମାନେ ବିଶ୍ରାମବାର ପାଳନ କରିବ; କାରଣ ତାହା ତୁମ୍ଭମାନଙ୍କ ପ୍ରତି ପବିତ୍ର ଅଟେ; ଯେକେହି ତାହା ଅପବିତ୍ର କରେ, ନିଶ୍ଚୟ ତାହାର ପ୍ରାଣଦଣ୍ଡ ହେବ; ପୁଣି, ଯେକୌଣସି ବ୍ୟକ୍ତି ସେହି ଦିନରେ କାର୍ଯ୍ୟ କରିବ, ସେ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।
Odia IRV 2017 (ଓଡିଆ ବାଇବେଲ)
ଏଣୁ ତୁମ୍ଭେମାନେ ବିଶ୍ରାମଦିନ ପାଳନ କରିବ; କାରଣ ତାହା ତୁମ୍ଭମାନଙ୍କ ପ୍ରତି ପବିତ୍ର ଅଟେ; ଯେକେହି ତାହା ଅପବିତ୍ର କରେ, ନିଶ୍ଚୟ ତାହାର ପ୍ରାଣଦଣ୍ଡ ହେବ; ପୁଣି, ଯେ କୌଣସି ବ୍ୟକ୍ତି ସେହି ଦିନରେ କାର୍ଯ୍ୟ କରିବ, ସେ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।