Exodus 31:15 — Compare Translations

5 translations compared side by side

Odia - 1840
"ଏକ ସପ୍ତାହ ରେ ଛଅ ଦିନ କାର୍ୟ୍ଯ କରାୟିବ ଏବଂ ସପ୍ତମ ଦିନ ରେ ବିଶ୍ରାମ କରିବ। ଏହି ଦିନଟି ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ପବିତ୍ର ଦିନ ଅଟେ। ଏହି ପବିତ୍ର ବିଶ୍ରାମ ଦିନ ରେ ଯେ କହେି କାର୍ୟ୍ଯ କରେ ତାକୁ ମୃତ୍ଯୁଦଣ୍ଡ ଦିଆୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଛଅ ଦିନ କାର୍ଯ୍ୟ କରାଯିବ, ମାତ୍ର ସପ୍ତମ ଦିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ମହାବିଶ୍ରାମଦିନ; ସେହି ବିଶ୍ରାମଦିନରେ ଯେ କେହି କାର୍ଯ୍ୟ କରଇ, ନିଶ୍ଚୟ ତାହାର ପ୍ରାଣଦଣ୍ତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଏକ ସପ୍ତାହରେ ଛଅ ଦିନ କାର୍ଯ୍ୟ କରାଯିବ ଏବଂ ସପ୍ତମ ଦିନରେ ବିଶ୍ରାମ କରିବ। ଏହି ଦିନଟି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ଦିନ ଅଟେ। ଏହି ପବିତ୍ର ବିଶ୍ରାମ ଦିନରେ ଯେକେହି କାର୍ଯ୍ୟ କରେ ତାକୁ ମୃତ୍ୟୁଦଣ୍ଡ ଦିଆଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଛଅ ଦିନ ପର୍ଯ୍ୟନ୍ତ କାର୍ଯ୍ୟ କରାଯିବ, ମାତ୍ର ସପ୍ତମ ଦିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ମହା ବିଶ୍ରାମବାର ଅଟେ; ସେହି ବିଶ୍ରାମବାରରେ ଯେକେହି କାର୍ଯ୍ୟ କରେ, ନିଶ୍ଚୟ ତାହାର ପ୍ରାଣଦଣ୍ଡ ହେବ।
Odia IRV 2017 (ଓଡିଆ ବାଇବେଲ)
ଛଅ ଦିନ ପର୍ଯ୍ୟନ୍ତ କାର୍ଯ୍ୟ କରାଯିବ, ମାତ୍ର ସପ୍ତମ ଦିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ମହା ବିଶ୍ରାମଦିନ ଅଟେ; ସେହି ବିଶ୍ରାମଦିନରେ ଯେକେହି କାର୍ଯ୍ୟ କରେ, ନିଶ୍ଚୟ ତାହାର ପ୍ରାଣଦଣ୍ଡ ହେବ।