Exodus 31:16 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲର ସନ୍ତାନଗଣ ମାନ୍ଯ କରିବା ପାଇଁ ପାଳନ କରିବେ। ଏହି ନିଯମ ଅନନ୍ତକାଳ ପାଇଁ ସ୍ଥାଯୀ ରହିବ। ଏହା ପୁରୁଷାନୁକ୍ରମେ ପାଳନ କରାୟିବ। ଏହା ଆମ୍ଭ ଓ ତୁମ୍ଭ ମଧିଅରେ ଏକ ଚୁକ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ଇସ୍ରାଏଲ-ସନ୍ତାନଗଣ ଅନନ୍ତକାଳୀନ ନିୟମ ରୂପେ ପୁରୁଷାନୁକ୍ରମେ ମାନ୍ୟ କରିବା ପାଇଁ ବିଶ୍ରାମଦିନ ପାଳନ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲର ସନ୍ତାନଗଣ ମାନ୍ୟ କରିବା ପାଇଁ ପାଳନ କରିବେ। ଏହି ନିୟମ ଅନନ୍ତକାଳ ପାଇଁ ସ୍ଥାୟୀ ରହିବ। ଏହା ପୁରୁଷାନୁକ୍ରମେ ପାଳନ କରାଯିବ। ଏହା ଆମ୍ଭ ଓ ତୁମ୍ଭ ମଧ୍ୟରେ ଏକ ଚୁକ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ଇସ୍ରାଏଲ-ସନ୍ତାନଗଣ ଅନନ୍ତକାଳୀନ ନିୟମ ରୂପେ ପୁରୁଷାନୁକ୍ରମେ ମାନ୍ୟ କରିବା ପାଇଁ ବିଶ୍ରାମବାର ପାଳନ କରିବେ।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ଇସ୍ରାଏଲ ସନ୍ତାନଗଣ ଅନନ୍ତକାଳୀନ ନିୟମ ରୂପେ ପୁରୁଷାନୁକ୍ରମେ ମାନ୍ୟ କରିବା ପାଇଁ ବିଶ୍ରାମଦିନ ପାଳନ କରିବେ।
Recommended Reading