Exodus 31:17 — Compare Translations

5 translations compared side by side

Odia - 1840
"ମାରେ ଓ ଇଶ୍ରାୟେଲ ଲୋକମାନଙ୍କ ମଧିଅରେ ଏହା ଏକ ଅନନ୍ତସାକାଳୀନ ଚିହ୍ନ ହବୋ ଉଚିତ୍। କାରଣ ସଦାପ୍ରଭୁ ଛଅ ଦିନ ରେ ଆକାଶମଣ୍ଡଳ ଓ ପୃଥିବୀ ତିଆରି କରି ସପ୍ତମ ଦିନ ରେ ବିଶ୍ରାମ କରି ଆଶ୍ବାସିତ ହାଇେଥିଲେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହା ଆମ୍ଭ ଓ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଗୋଟିଏ ଅନନ୍ତକାଳୀନ ଚିହ୍ନ ହେବ, କାରଣ ସଦାପ୍ରଭୁ ଛଅ ଦିନରେ ଆକାଶମଣ୍ତଳ ଓ ପୃଥିବୀ ନିର୍ମାଣ କରି ସପ୍ତମ ଦିନରେ ବିଶ୍ରାମ କରି ଆଶ୍ଵାସିତ ହୋଇଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ଓ ଇସ୍ରାଏଲ ଲୋକମାନଙ୍କ ମଧ୍ୟରେ ଏହା ଏକ ଅନନ୍ତକାଳୀନ ଚିହ୍ନ ହେବା ଉଚିତ୍। କାରଣ ସଦାପ୍ରଭୁ ଛଅ ଦିନରେ ଆକାଶମଣ୍ଡଳ ଓ ପୃଥିବୀ ତିଆରି କରି ସପ୍ତମ ଦିନରେ ବିଶ୍ରାମ କରି ଆଶ୍ୱାସିତ ହୋଇଥିଲେ।”’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହା ଆମ୍ଭ ଓ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଗୋଟିଏ ଅନନ୍ତକାଳୀନ ଚିହ୍ନ ହେବ, କାରଣ ସଦାପ୍ରଭୁ ଛଅ ଦିନରେ ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କରି ସପ୍ତମ ଦିନରେ ବିଶ୍ରାମ କରି ଆଶ୍ୱାସିତ ହୋଇଥିଲେ।’”
Odia IRV 2017 (ଓଡିଆ ବାଇବେଲ)
ତାହା ଆମ୍ଭ ଓ ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ଗୋଟିଏ ଅନନ୍ତକାଳୀନ ଚିହ୍ନ ହେବ, କାରଣ ସଦାପ୍ରଭୁ ଛଅ ଦିନରେ ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କରି ସପ୍ତମ ଦିନରେ ବିଶ୍ରାମ କରି ଆଶ୍ୱାସିତ ହୋଇଥିଲେ।”