Exodus 31:18 — Compare Translations

5 translations compared side by side

Odia - 1840
"ତେଣୁ ସଦାପ୍ରଭୁ ସୀନଯ ପର୍ବତ ରେ ମାଶାଙ୍କେ ସହିତ କଥାବାର୍ତ୍ତା ନିଯମ ସ୍ବରୂପେ ପରମେଶ୍ବରଙ୍କ ଅଙ୍ଗୁଳି-ଲିଖିତ ଦୁଇଟି ପ୍ରସ୍ତର ପଟା ଫଳକ ତାଙ୍କୁ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେ ସୀନୟ ପର୍ବତରେ ମୋଶାଙ୍କ ସହିତ କଥା ସାଙ୍ଗ କରି ସାକ୍ଷ୍ୟ ସ୍ଵରୂପ ଦୁଇ ପଟା, ଅର୍ଥାତ୍, ପରମେଶ୍ଵରଙ୍କ ଅଙ୍ଗୁଳି ଲିଖିତ ଦୁଇ ପ୍ରସ୍ତର ପଟା ତାଙ୍କୁ ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସଦାପ୍ରଭୁ ସୀନୟ ପର୍ବତରେ ମୋଶାଙ୍କ ସହିତ କଥାବାର୍ତ୍ତା ନିୟମ ସ୍ୱରୂପେ ପରମେଶ୍ୱରଙ୍କ ଅଙ୍ଗୁଳି ଲିଖିତ ଦୁଇଟି ପ୍ରସ୍ତର ପଟା ଫଳକ ତାଙ୍କୁ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେ ସୀନୟ ପର୍ବତରେ ମୋଶାଙ୍କ ସହିତ କଥା ସମାପ୍ତ କରି ସାକ୍ଷ୍ୟ ସ୍ୱରୂପ ଦୁଇ ପଟା, ଅର୍ଥାତ୍‍, ପରମେଶ୍ୱରଙ୍କ ଅଙ୍ଗୁଳି ଲିଖିତ ଦୁଇ ପ୍ରସ୍ତର ପଟା ତାଙ୍କୁ ଦେଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେ ସୀନୟ ପର୍ବତରେ ମୋଶାଙ୍କ ସହିତ କଥା ସମାପ୍ତ କରି ସାକ୍ଷ୍ୟ ସ୍ୱରୂପ ଦୁଇ ପଟା, ଅର୍ଥାତ୍‍, ପରମେଶ୍ୱରଙ୍କ ଅଙ୍ଗୁଳି ଲିଖିତ ଦୁଇ ପ୍ରସ୍ତର ପଟା ତାଙ୍କୁ ଦେଲେ।