Exodus 31:2 — Compare Translations
5 translations compared side by side
Odia - 1840
"ଆମ୍ଭେ ଯିହୁଦା ପରିବାରବର୍ଗର ଜଣେ ବ୍ଯକ୍ତିକୁ ବାଛି ଅଛୁ ୟିଏକି ଆମ୍ଭ ପାଇଁ ଏକ ବିଶଷେ କାର୍ୟ୍ଯ କରିବ। ସେ ହେଉଛି ହୂରର ପୌତ୍ର, ଉରିର ପୁତ୍ର ବତ୍ସଲଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ଆମ୍ଭେ ଯିହୁଦା ବଂଶୀୟ ହୂରର ପୌତ୍ର ଊରିର ପୁତ୍ର ବତ୍ସଲେଲକୁ ନାମ ଧରି ଡାକିଲୁ
Odia Bible ERV 2004 (ପବିତ୍ର ବାଇବଲ)
“ଆମ୍ଭେ ଯିହୁଦା ପରିବାରବର୍ଗର ଜଣେ ବ୍ୟକ୍ତିକୁ ବାଛି ଅଛୁ ଯିଏକି ଆମ୍ଭ ପାଇଁ ଏକ ବିଶେଷ କାର୍ଯ୍ୟ କରିବ। ସେ ହେଉଛି ହୂରର ପୌତ୍ର, ଉରିର ପୁତ୍ର ବତ୍ସଲେଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଦେଖ, ଆମ୍ଭେ ଯିହୁଦା ବଂଶୀୟ ହୂରର ପୌତ୍ର ଊରିର ପୁତ୍ର ବତ୍ସଲେଲକୁ ନାମ ଧରି ଆହ୍ୱାନ କରିଅଛୁ
Odia IRV 2017 (ଓଡିଆ ବାଇବେଲ)
“ଦେଖ, ଆମ୍ଭେ ଯିହୁଦା ବଂଶୀୟ ହୂରର ପୌତ୍ର ଊରିର ପୁତ୍ର ବତ୍ସଲେଲକୁ ନାମ ଧରି ଆହ୍ୱାନ କରିଅଛୁ