Exodus 31:3 — Compare Translations
5 translations compared side by side
Odia - 1840
"ମୁଁ ପରମେଶ୍ବରଙ୍କ ଆତ୍ମା ରେ ବତ୍ସଲଲକେୁ ପୂର୍ଣ୍ଣ କଲି। ସମସ୍ତ କରିଗରି କାର୍ୟ୍ଯ କରିବାକୁ ମୁଁ ତାକୁ ସମସ୍ତ ପ୍ରକାର କୌଶଳ ଓ ଜ୍ଞାନ ଦଇେଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଶିଳ୍ପକର୍ମ, ଅର୍ଥାତ୍, ସ୍ଵର୍ଣ୍ଣ, ରୌପ୍ୟ ଓ ପିତ୍ତଳରେ ଖୋଦନ ଓ ଖଚନାର୍ଥକ ମଣି-କର୍ତ୍ତନ ଓ କାଷ୍ଠ-ଖୋଦନ ପ୍ରଭୃତି
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ପରମେଶ୍ୱରଙ୍କ ଆତ୍ମାରେ ବତ୍ସଲେଲକୁ ପୂର୍ଣ୍ଣ କଲୁ। ସମସ୍ତ କାରିଗରି କାର୍ଯ୍ୟ କରିବାକୁ ଆମ୍ଭେ ତାକୁ ସମସ୍ତ ପ୍ରକାର କୌଶଳ ଓ ଜ୍ଞାନ ଦେଇଅଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଶିଳ୍ପକର୍ମ, ଅର୍ଥାତ୍, ସ୍ୱର୍ଣ୍ଣ, ରୌପ୍ୟ ଓ ପିତ୍ତଳରେ ଖୋଦନ ଓ ଖଚନାର୍ଥକ ମଣି-କର୍ତ୍ତନ ଓ କାଷ୍ଠ ଖୋଦନ ପ୍ରଭୃତି
Odia IRV 2017 (ଓଡିଆ ବାଇବେଲ)
ପୁଣି, ଶିଳ୍ପକର୍ମ, ଅର୍ଥାତ୍, ସ୍ୱର୍ଣ୍ଣ, ରୌପ୍ୟ ଓ ପିତ୍ତଳରେ ଖୋଦନ ଓ ଖଚନାର୍ଥକ ମଣି-କର୍ତ୍ତନ ଓ କାଷ୍ଠ-ଖୋଦନ ପ୍ରଭୃତି