Exodus 31:5 — Compare Translations
5 translations compared side by side
Odia - 1840
"ବତ୍ସଲଲେ ସୁନ୍ଦର ଗହଣାମାନ ତିଆରି କରିପାରୁଥିଲେ। ସେ ମଧ୍ଯ ସୁନ୍ଦର କାଠ କର୍ମମାନ କରିପାରୁ ଥିଲେ। ବତ୍ସଲଲେ ସର୍ବପ୍ରକାର କାର୍ୟ୍ଯ ରେ ନିପୁଣ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାକୁ ଜ୍ଞାନ, ବୃଦ୍ଧି, ବିଦ୍ୟା ଓ କର୍ମନୈପୁଣ୍ୟଦାୟକ ପରମେଶ୍ଵରଙ୍କ ଆତ୍ମାରେ ପରିପୂର୍ଣ୍ଣ କଲୁ ।
Odia Bible ERV 2004 (ପବିତ୍ର ବାଇବଲ)
ବତ୍ସଲେଲ ସୁନ୍ଦର ଗହଣାମାନ ତିଆରି କରିପାରୁଥିଲେ। ସେ ମଧ୍ୟ ସୁନ୍ଦର କାଠ କର୍ମମାନ କରିପାରୁ ଥିଲେ। ବତ୍ସଲେଲ ସର୍ବପ୍ରକାର କାର୍ଯ୍ୟରେ ନିପୁଣ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାକୁ ଜ୍ଞାନ, ବୃଦ୍ଧି, ବିଦ୍ୟା ଓ କର୍ମନୈପୁଣ୍ୟ-ଦାୟକ ପରମେଶ୍ୱରଙ୍କ ଆତ୍ମାରେ ପରିପୂର୍ଣ୍ଣ କରିଅଛୁ।
Odia IRV 2017 (ଓଡିଆ ବାଇବେଲ)
ତାହାକୁ ଜ୍ଞାନ, ବୃଦ୍ଧି, ବିଦ୍ୟା ଓ କର୍ମନୈପୁଣ୍ୟଦାୟକ ପରମେଶ୍ୱରଙ୍କ ଆତ୍ମାରେ ପରିପୂର୍ଣ୍ଣ କରିଅଛୁ।