Exodus 31:7 — Compare Translations
5 translations compared side by side
Odia - 1840
"ସମାଗମ ତମ୍ବୁ, ନିଯମ-ସିନ୍ଦୁକ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅର୍ଥାତ୍, ସମାଗମ-ତମ୍ଵୁ ଓ ସାକ୍ଷ୍ୟସିନ୍ଦୁକ ଓ ତହିଁର ଉପରିସ୍ଥ ପାପାଚ୍ଛାଦନ ଓ ତମ୍ଵୁର ସମସ୍ତ ପାତ୍ର,
Odia Bible ERV 2004 (ପବିତ୍ର ବାଇବଲ)
ସମାଗମ-ତମ୍ବୁ, ନିୟମ-ସିନ୍ଦୁକ, ସିନ୍ଦୁକର ଆଚ୍ଛାଦକ, ତା’ର ପାପାଛଦନ ସମାଗମ-ତମ୍ବୁର ସମସ୍ତ ଦ୍ରବ୍ୟ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅର୍ଥାତ୍, ସମାଗମ-ତମ୍ବୁ ଓ ସାକ୍ଷ୍ୟ-ସିନ୍ଦୁକ ଓ ତହିଁର ଉପରିସ୍ଥ ପାପାଚ୍ଛାଦନ ଓ ତମ୍ବୁର ସମସ୍ତ ପାତ୍ର,
Odia IRV 2017 (ଓଡିଆ ବାଇବେଲ)
ଅର୍ଥାତ୍, ସମାଗମ-ତମ୍ବୁ ଓ ସାକ୍ଷ୍ୟ ସିନ୍ଦୁକ ଓ ତହିଁର ଉପରିସ୍ଥ ପାପାଚ୍ଛାଦନ ଓ ତମ୍ବୁର ସମସ୍ତ ପାତ୍ର,