Exodus 31:9 — Compare Translations

5 translations compared side by side

Odia - 1840
"ହାମବେଳି ବଦେୀ ଓ ତହିଁର ସମସ୍ତ ପାତ୍ର, ପ୍ରକ୍ଷାଳନ ପାତ୍ର ଓ ତହିଁର ବୈଠକି,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଓ ହୋମବେଦି ଓ ତହିଁର ସମସ୍ତ ପାତ୍ର ଓ ପ୍ରକ୍ଷାଳନପାତ୍ର ଓ ତହିଁର ବୈଠିକି,
Odia Bible ERV 2004 (ପବିତ୍ର ବାଇବଲ)
ହୋମବଳି ବେଦି ଓ ତହିଁର ସମସ୍ତ ପାତ୍ର, ପ୍ରକ୍ଷାଳନ ପାତ୍ର ଓ ତହିଁର ବୈଠିକି,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହୋମବେଦି, ତହିଁର ସମସ୍ତ ପାତ୍ର, ପ୍ରକ୍ଷାଳନ-ପାତ୍ର ଓ ତହିଁର ବୈଠିକି,
Odia IRV 2017 (ଓଡିଆ ବାଇବେଲ)
ହୋମବେଦି, ତହିଁର ସମସ୍ତ ପାତ୍ର, ପ୍ରକ୍ଷାଳନ ପାତ୍ର ଓ ତହିଁର ବୈଠିକି,