Exodus 32:12 — Compare Translations

5 translations compared side by side

Odia - 1840
"କିନ୍ତୁ ଯଦି ତୁମ୍ଭେ ଆପଣା ଲୋକମାନଙ୍କୁ ଧ୍ବଂସ କର, ତାହାହେଲେ ମିଶରୀଯମାନେ କହିବେ, 'ସଦାପ୍ରଭୁ ତାଙ୍କର କ୍ଷତି କରିବାକୁ ଯୋଜନା କରିଥିଲେ। ସହେି କାରଣରୁ ସେ ତାଙ୍କୁ ମିଶରରୁ ବାହାର କରି ସହେି ପର୍ବତଗୁଡିକରେ ମାରି ପୃଥିବୀରୁ ସମାନଙ୍କେୁ ଉଚ୍ଛିନ୍ନ କରିବାକୁ ଯୋଜନା କରିଥିଲେ।' ତେଣୁ ସମାନଙ୍କେ ଉପରେ କୋର୍ଧ ହୁଅ ନାହିଁ। ଦୟାକରି ତୁମ୍ଭର ମନ ପରିବର୍ତ୍ତନ କର। ଦୟାଳୁ ହୁଅ ଓ ସମାନଙ୍କେୁ ଧ୍ବଂସ କର ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ପର୍ବତମୟ ଅଞ୍ଚଳରେ ସେମାନଙ୍କୁ ନଷ୍ଟ କରି ପୃଥିବୀରୁ ଲୋପ କରିବା ପାଇଁ, ଅନିଷ୍ଟ ନିମନ୍ତେ ବାହାର କରି ଆଣିଲେ, ଏପରି କଥା ମିସ୍ରୀୟମାନେ କାହିଁକି ଗଳ୍ପ କରିବେ? ତୁମ୍ଭେ ଆପଣା ପ୍ରଚଣ୍ତ କ୍ରୋଧରୁ ଫେର ଓ ଆପଣା ଲୋକମାନଙ୍କ ପ୍ରତିକୂଳରେ ଏପରି ଅନିଷ୍ଟ ବିଷୟରୁ ନିବୃତ୍ତ ହୁଅ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯଦି ତୁମ୍ଭେ ଆପଣା ଲୋକମାନଙ୍କୁ ଧ୍ୱଂସ କର, ତାହାହେଲେ ମିଶରୀୟମାନେ କହିବେ, ‘ସଦାପ୍ରଭୁ ତାଙ୍କର କ୍ଷତି କରିବାକୁ ଯୋଜନା କରିଥିଲେ। ସେହି କାରଣରୁ ସେ ତାଙ୍କୁ ମିଶରରୁ ବାହାର କରି ସେହି ପର୍ବତଗୁଡ଼ିକରେ ମାରି ପୃଥିବୀରୁ ସେମାନଙ୍କୁ ଉଚ୍ଛିନ୍ନ କରିବାକୁ ଯୋଜନା କରିଥିଲେ।’ ତେଣୁ ସେମାନଙ୍କ ଉପରେ କ୍ରୋଧ ହୁଅ ନାହିଁ। ଦୟାକରି ତୁମ୍ଭର ମନ ପରିବର୍ତ୍ତନ କର। ଦୟାଳୁ ହୁଅ ଓ ସେମାନଙ୍କୁ ଧ୍ୱଂସ କର ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
‘ସେ ପର୍ବତମୟ ଅଞ୍ଚଳରେ ସେମାନଙ୍କୁ ନଷ୍ଟ କରି ପୃଥିବୀରୁ ଲୋପ କରିବା ପାଇଁ, ଅନିଷ୍ଟ ନିମନ୍ତେ ବାହାର କରି ଆଣିଲେ,’ ଏପରି କଥା ମିସରୀୟମାନେ କାହିଁକି ଗଳ୍ପ କରିବେ? ତୁମ୍ଭେ ଆପଣା ପ୍ରଚଣ୍ଡ କ୍ରୋଧରୁ ଫେର ଓ ଆପଣା ଲୋକମାନଙ୍କ ପ୍ରତିକୂଳରେ ଏପରି ଅନିଷ୍ଟ ବିଷୟରୁ ନିବୃତ୍ତ ହୁଅ।
Odia IRV 2017 (ଓଡିଆ ବାଇବେଲ)
ସେ ପର୍ବତମୟ ଅଞ୍ଚଳରେ ସେମାନଙ୍କୁ ନଷ୍ଟ କରି ପୃଥିବୀରୁ ଲୋପ କରିବା ପାଇଁ, ଅନିଷ୍ଟ ନିମନ୍ତେ ବାହାର କରି ଆଣିଲେ, ଏପରି କଥା ମିସ୍ରୀୟମାନେ କାହିଁକି ଗଳ୍ପ କରିବେ? ତୁମ୍ଭେ ଆପଣା ପ୍ରଚଣ୍ଡ କ୍ରୋଧରୁ ଫେର ଓ ଆପଣା ଲୋକମାନଙ୍କ ପ୍ରତିକୂଳରେ ଏପରି ଅନିଷ୍ଟ ବିଷୟରୁ ନିବୃତ୍ତ ହୁଅ।