Exodus 32:13 — Compare Translations
5 translations compared side by side
Odia - 1840
"ମନରେଖ, ଅବ୍ରହାମ, ଇସ୍ହାକ ଏବଂ ଯାକୁବ, ତୁମ୍ଭର ସବେକଗଣ। ତୁମ୍ଭେ ନିଜେ ପ୍ରତିଜ୍ଞା କରିଅଛ, 'ଆକାଶ ରେ ଥିବା ତାରାମାନଙ୍କ ପରି ତୁମ୍ଭମାନଙ୍କର ବଂଶ ବୃଦ୍ଧି ହବେ ଏବଂ ମୁଁ ପ୍ରତିଜ୍ଞା କରିଥିବା ଭୂମି ତୁମ୍ଭମାନଙ୍କୁ ଦବେି। ସହେି ଭୂମି ତୁମ୍ଭମାନଙ୍କର ଅନନ୍ତକାଳ ହବେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆପଣା ଦାସ ଅବ୍ରହାମ ଓ ଇସ୍ହାକ ଓ ଇସ୍ରାଏଲଙ୍କୁ ସ୍ମରଣ କର, ତୁମ୍ଭେ ଆପଣା ନିଜ ନାମରେ ଶପଥ କରି ସେମାନଙ୍କୁ କହିଅଛ, ଆମ୍ଭେ ଆକାଶର ତାରାଗଣ ନ୍ୟାୟ ତୁମ୍ଭମାନଙ୍କ ବଂଶ ବୃଦ୍ଧି କରିବା ଓ ଏହି ଯେଉଁସବୁ ଦେଶର କଥା କହିଲୁ, ତାହା ତୁମ୍ଭମାନଙ୍କ ବଂଶକୁ ଦେବା, ସେମାନେ ଅନନ୍ତକାଳ ପର୍ଯ୍ୟନ୍ତ ତାହା ଅଧିକାର କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ମନେରଖ, ଅବ୍ରହାମ, ଇସ୍ହାକ ଏବଂ ଯାକୁବ, ତୁମ୍ଭର ସେବକଗଣ। ତୁମ୍ଭେ ନିଜେ ପ୍ରତିଜ୍ଞା କରିଅଛ, ‘ଆକାଶରେ ଥିବା ତାରାମାନଙ୍କ ପରି ତୁମ୍ଭମାନଙ୍କର ବଂଶ ବୃଦ୍ଧି ହେବ ଏବଂ ମୁଁ ପ୍ରତିଜ୍ଞା କରିଥିବା ଭୂମି ତୁମ୍ଭମାନଙ୍କୁ ଦେବି। ସେହି ଭୂମି ଅନନ୍ତକାଳ ତୁମ୍ଭମାନଙ୍କର ହେବ।”’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆପଣା ଦାସ ଅବ୍ରହାମ ଓ ଇସ୍ହାକ ଓ ଇସ୍ରାଏଲଙ୍କୁ ସ୍ମରଣ କର, ତୁମ୍ଭେ ଆପଣା ନିଜ ନାମରେ ଶପଥ କରି ସେମାନଙ୍କୁ କହିଅଛ, ‘ଆମ୍ଭେ ଆକାଶର ତାରାଗଣ ନ୍ୟାୟ ତୁମ୍ଭମାନଙ୍କ ବଂଶ ବୃଦ୍ଧି କରିବା ଓ ଏହି ଯେଉଁସବୁ ଦେଶର କଥା କହିଲୁ, ତାହା ତୁମ୍ଭମାନଙ୍କ ବଂଶକୁ ଦେବା, ସେମାନେ ଅନନ୍ତକାଳ ପର୍ଯ୍ୟନ୍ତ ତାହା ଅଧିକାର କରିବେ।’”
Odia IRV 2017 (ଓଡିଆ ବାଇବେଲ)
ଆପଣା ଦାସ ଅବ୍ରହାମ ଓ ଇସ୍ହାକ ଓ ଇସ୍ରାଏଲଙ୍କୁ ସ୍ମରଣ କର, ତୁମ୍ଭେ ଆପଣା ନିଜ ନାମରେ ଶପଥ କରି ସେମାନଙ୍କୁ କହିଅଛ, ଆମ୍ଭେ ଆକାଶର ତାରାଗଣ ନ୍ୟାୟ ତୁମ୍ଭମାନଙ୍କ ବଂଶ ବୃଦ୍ଧି କରିବା ଓ ଏହି ଯେଉଁସବୁ ଦେଶର କଥା କହିଲୁ, ତାହା ତୁମ୍ଭମାନଙ୍କ ବଂଶକୁ ଦେବା, ସେମାନେ ଅନନ୍ତକାଳ ପର୍ଯ୍ୟନ୍ତ ତାହା ଅଧିକାର କରିବେ।”