Exodus 32:15 — Compare Translations

5 translations compared side by side

Odia - 1840
"ଏହାପରେ ମାଶାେ ବୁଲି ପଡିଲେ ଓ ପର୍ବତର ତଳକୁ ଓହ୍ଲାଇ ଗଲେ। ମାଶାଙ୍କେ ହାତ ରେ ଚୁକ୍ତି ଲଖାେ ୟାଇଥିବା ପ୍ରସ୍ତର ଫଳକ ଥିଲା। ସଦାପ୍ରଭୁଙ୍କର ଆଜ୍ଞା ଏହା ପଛପଟେ ଓ ଆଗ ପଟେ ଲଖାେ ହାଇେଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ମୋଶା ମୁଖ ଫେରାଇ ସାକ୍ଷ୍ୟ ସ୍ଵରୂପ ଦୁଇ ପ୍ରସ୍ତର ପଟା ହସ୍ତରେ ଘେନି ପର୍ବତରୁ ଓହ୍ଲାଇଲେ; ସେହି ପ୍ରସ୍ତର ପଟାର ଏପାର୍ଶ୍ଵରେ ଓ ସେପାର୍ଶ୍ଵରେ ଉଭୟ ପାର୍ଶ୍ଵରେ ଲେଖାଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ମୋଶା ବୁଲି ପଡ଼ିଲେ ଓ ପର୍ବତର ତଳକୁ ଓହ୍ଲାଇ ଗଲେ। ମୋଶାଙ୍କ ହାତରେ ଚୁକ୍ତି ଲେଖା ଯାଇଥିବା ପ୍ରସ୍ତର ଫଳକ ଥିଲା। ସଦାପ୍ରଭୁଙ୍କର ଆଜ୍ଞା ଏହା ପଛପଟେ ଓ ଆଗ ପଟେ ଲେଖା ହୋଇଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ମୋଶା ମୁଖ ଫେରାଇ ସାକ୍ଷ୍ୟ ସ୍ୱରୂପ ଦୁଇ ପ୍ରସ୍ତର ପଟା ହସ୍ତରେ ଘେନି ପର୍ବତରୁ ଓହ୍ଲାଇଲେ; ସେହି ପ୍ରସ୍ତର ପଟାର ଉଭୟ ପାର୍ଶ୍ୱରେ ଲେଖାଥିଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ମୋଶା ମୁଖ ଫେରାଇ ସାକ୍ଷ୍ୟ ସ୍ୱରୂପ ଦୁଇ ପ୍ରସ୍ତର ପଟା ହସ୍ତରେ ଘେନି ପର୍ବତରୁ ଓହ୍ଲାଇଲେ; ସେହି ପ୍ରସ୍ତର ପଟାର ଉଭୟ ପାର୍ଶ୍ୱରେ ଲେଖାଥିଲା।