Exodus 32:16 — Compare Translations
5 translations compared side by side
Odia - 1840
"ପରମେଶ୍ବରଙ୍କ ଦ୍ବାରା ସହେି ପ୍ରସ୍ତର ଫଳକ ନିର୍ମିତ ହାଇେଥିଲା ଏବଂ ପରମେଶ୍ବରଙ୍କ ସ୍ବହସ୍ତ ରେ ଲେଖିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ପ୍ରସ୍ତର ପଟା ପରମେଶ୍ଵରଙ୍କ-ନିର୍ମିତ; ପୁଣି ତହିଁରେ ଖୋଦିତ ଲିଖନ ହିଁ ପରମେଶ୍ଵରଙ୍କ ଲିଖନ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କ ଦ୍ୱାରା ସେହି ପ୍ରସ୍ତର ଫଳକ ନିର୍ମିତ ହୋଇଥିଲା ଏବଂ ପରମେଶ୍ୱର ସ୍ୱହସ୍ତରେ ଲେଖିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ପ୍ରସ୍ତର ପଟା ପରମେଶ୍ୱରଙ୍କ ନିର୍ମିତ; ପୁଣି, ତହିଁରେ ଖୋଦିତ ଲିଖନ ହିଁ ପରମେଶ୍ୱରଙ୍କ ଲିଖନ ଥିଲା।
Odia IRV 2017 (ଓଡିଆ ବାଇବେଲ)
ସେହି ପ୍ରସ୍ତର ପଟା ପରମେଶ୍ୱରଙ୍କ-ନିର୍ମିତ; ପୁଣି, ତହିଁରେ ଖୋଦିତ ଲିଖନ ହିଁ ପରମେଶ୍ୱରଙ୍କ ଲିଖନ ଥିଲା।