Exodus 32:17 — Compare Translations
5 translations compared side by side
Odia - 1840
"ୟିହୋଶୂଯ ସହେି ଭୋଜିର ପାଟି ଶୁଣିଲେ। ଯିହାଶୂେୟ ମାଶାଙ୍କେୁ କହିଲେ, ଛାଉଣୀ ରେ ୟୁଦ୍ଧର ଶବ୍ଦପରି ଏହା ଶୁଭୁଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଲୋକମାନେ ଉଚ୍ଚ ରବ କରନ୍ତେ, ଯିହୋଶୂୟ ଲୋକମାନଙ୍କର କୋଳାହଳ ଶୁଣି ମୋଶାଙ୍କୁ କହିଲେ, ଛାଉଣିରେ ଯୁଦ୍ଧ ଶଦ୍ଦ ହେଉଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୋଶୂୟ ସେହି ଭୋଜିର କୋଳାହଳ ଶୁଣିଲେ। ଯିହୋଶୂୟ ମୋଶାଙ୍କୁ କହିଲେ, “ଛାଉଣିରେ ଯୁଦ୍ଧର ଶବ୍ଦପରି ଏହା ଶୁଭୁଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଲୋକମାନେ ଉଚ୍ଚ ରବ କରନ୍ତେ, ଯିହୋଶୂୟ ଲୋକମାନଙ୍କର କୋଳାହଳ ଶୁଣି ମୋଶାଙ୍କୁ କହିଲେ, “ଛାଉଣିରେ ଯୁଦ୍ଧ ଶବ୍ଦ ହେଉଅଛି।”
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଲୋକମାନେ ଉଚ୍ଚ ରବ କରନ୍ତେ, ଯିହୋଶୂୟ ଲୋକମାନଙ୍କର କୋଳାହଳ ଶୁଣି ମୋଶାଙ୍କୁ କହିଲେ, “ଛାଉଣିରେ ଯୁଦ୍ଧ ଶବ୍ଦ ହେଉଅଛି।”