Exodus 32:19 — Compare Translations
5 translations compared side by side
Odia - 1840
"ମାଶାେ ଛାଉଣୀର ନିକଟକୁ ଆସିଲେ। ସେ ସହେି ସୁବର୍ଣ୍ଣର ବାଛୁରୀ ଦେଖିଲେ ଏବଂ ସେ ଲୋକମାନଙ୍କୁ ନାଚୁଥିବାର ଦେଖିଲେ। ମାଶାେ ରାଗିଗଲେ। ସେ ରାଗ ରେ ସହେି ପ୍ରସ୍ତର ଫଳକକୁ ପର୍ବତ ତଳେ ଫିଙ୍ଗି ଚୁନା କରି ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ସେ ଛାଉଣିର ନିକଟବର୍ତ୍ତୀ ହେବା ମାତ୍ରେ ସେହି ବାଛୁରି ଓ ନୃତ୍ୟ ଦେଖିଲେ; ତହିଁରେ ମୋଶାଙ୍କର କ୍ରୋଧ ପ୍ରଜ୍ଵଳିତ ହେଲା; ଏଣୁ ସେ ଆପଣା ହସ୍ତରୁ ସେହି ଦୁଇ ପ୍ରସ୍ତର ପଟା ଫୋପାଡ଼ି ଦେଇ ପର୍ବତ ତଳେ ତାହା ଭାଙ୍ଗିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମୋଶା ଛାଉଣିର ନିକଟକୁ ଆସିଲେ। ସେ ସେହି ସୁବର୍ଣ୍ଣର ବାଛୁରି ଦେଖିଲେ ଏବଂ ସେ ଲୋକମାନଙ୍କୁ ନାଚୁଥିବାର ଦେଖିଲେ। ମୋଶା ରାଗିଗଲେ। ସେ ରାଗରେ ସେହି ପ୍ରସ୍ତର ଫଳକକୁ ପର୍ବତ ତଳେ ଫିଙ୍ଗି ଚୂନା କରି ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ସେ ଛାଉଣିର ନିକଟବର୍ତ୍ତୀ ହେବା ମାତ୍ରେ ସେହି ବାଛୁରି ଓ ନୃତ୍ୟ ଦେଖିଲେ; ତହିଁରେ ମୋଶାଙ୍କର କ୍ରୋଧ ପ୍ରଜ୍ୱଳିତ ହେଲା; ଏଣୁ ସେ ଆପଣା ହସ୍ତରୁ ସେହି ଦୁଇ ପ୍ରସ୍ତର ପଟା ଫୋପାଡ଼ି ଦେଇ ପର୍ବତ ତଳେ ତାହା ଭାଙ୍ଗିଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ସେ ଛାଉଣିର ନିକଟବର୍ତ୍ତୀ ହେବା ମାତ୍ରେ ସେହି ବାଛୁରି ଓ ନୃତ୍ୟ ଦେଖିଲେ; ତହିଁରେ ମୋଶାଙ୍କର କ୍ରୋଧ ପ୍ରଜ୍ୱଳିତ ହେଲା; ଏଣୁ ସେ ଆପଣା ହସ୍ତରୁ ସେହି ଦୁଇ ପ୍ରସ୍ତର ପଟା ଫୋପାଡ଼ି ଦେଇ ପର୍ବତ ତଳେ ତାହା ଭାଙ୍ଗିଲେ।