Exodus 32:2 — Compare Translations

5 translations compared side by side

Odia - 1840
"ହାରୋଣ ସହେି ଲୋକମାନଙ୍କୁ କହିଲେ, ତୁମ୍ଭମାନଙ୍କର ସ୍ତ୍ରୀ, ପୁତ୍ରକନ୍ଯାମାନଙ୍କର କର୍ଣ୍ଣ କୁଣ୍ଡଳ ମାେ ପାଖକୁ ଆଣ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ହାରୋଣ ସେମାନଙ୍କୁ କହିଲେ, ତେବେ ତୁମ୍ଭେମାନେ ଆପଣା ଆପଣା ଭାର୍ଯ୍ୟା ଓ ପୁତ୍ରକନ୍ୟାଗଣର କର୍ଣ୍ଣରୁ ସ୍ଵର୍ଣ୍ଣକୁଣ୍ତଳ କାଢ଼ି ମୋʼ ପାଖକୁ ଆଣ ।
Odia Bible ERV 2004 (ପବିତ୍ର ବାଇବଲ)
ହାରୋଣ ସେହି ଲୋକମାନଙ୍କୁ କହିଲେ, “ତୁମ୍ଭମାନଙ୍କର ସ୍ତ୍ରୀ, ପୁତ୍ରକନ୍ୟାମାନଙ୍କର କର୍ଣ୍ଣ କୁଣ୍ଡଳ ମୋ’ ପାଖକୁ ଆଣ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ହାରୋଣ ସେମାନଙ୍କୁ କହିଲେ, “ତେବେ ତୁମ୍ଭେମାନେ ଆପଣା ଆପଣା ଭାର୍ଯ୍ୟା ଓ ପୁତ୍ରକନ୍ୟାଗଣର କର୍ଣ୍ଣରୁ ସ୍ୱର୍ଣ୍ଣକୁଣ୍ଡଳ କାଢ଼ି ମୋʼ ପାଖକୁ ଆଣ।”
Odia IRV 2017 (ଓଡିଆ ବାଇବେଲ)
ତହୁଁ ହାରୋଣ ସେମାନଙ୍କୁ କହିଲେ, “ତେବେ ତୁମ୍ଭେମାନେ ଆପଣା ଆପଣା ଭାର୍ଯ୍ୟା ଓ ପୁତ୍ରକନ୍ୟାଗଣର କର୍ଣ୍ଣରୁ ସ୍ୱର୍ଣ୍ଣକୁଣ୍ଡଳ କାଢ଼ି ମୋ’ ପାଖକୁ ଆଣ।”