Exodus 32:20 — Compare Translations
5 translations compared side by side
Odia - 1840
"ଏହାପରେ ମାଶାେ ସମାନେେ ତିଆରି କରିଥିବା ବାଛୁରୀକୁ ନଇଗେଲେ ଏବଂ ସେ ଏହାକୁ ନିଆଁ ରେ ତରଳାଇ ଦେଲେ। ଏହାପରେ ସେ ପଷେି ଦେଲେ ଏବଂ ତାକୁ ପାଣି ରେ ମିଶାଇ ଇଶ୍ରାୟେଲର ସମସ୍ତ ଲୋକଙ୍କୁ ସହେି ପାଣି ପାଆଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେମାନଙ୍କ ନିର୍ମିତ ବାଛୁରି ଘେନି ଅଗ୍ନିରେ ପୋଡ଼ିଲେ ଓ ତାହା ପେଷି ଧୂଳି କଲେ, ଆଉ ଜଳ ଉପରେ ବିଞ୍ଚି ଦେଇ ଇସ୍ରାଏଲ-ସନ୍ତାନଗଣକୁ ପିଆଇଲେ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ମୋଶା ସେମାନେ ତିଆରି କରିଥିବା ବାଛୁରିକୁ ନେଇଗଲେ ଏବଂ ସେ ଏହାକୁ ନିଆଁରେ ତରଳାଇ ଦେଲେ। ଏହା ପରେ ସେ ପେଷି ଦେଲେ ଏବଂ ତାକୁ ପାଣିରେ ମିଶାଇ ଇସ୍ରାଏଲର ସମସ୍ତ ଲୋକଙ୍କୁ ସେହି ପାଣି ପିଆଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନଙ୍କ ନିର୍ମିତ ବାଛୁରି ଘେନି ଅଗ୍ନିରେ ପୋଡ଼ିଲେ ଓ ତାହା ପେଷି ଧୂଳି କଲେ, ଆଉ ଜଳ ଉପରେ ବିଞ୍ଚି ଦେଇ ଇସ୍ରାଏଲ-ସନ୍ତାନଗଣକୁ ପିଆଇଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନଙ୍କ ନିର୍ମିତ ବାଛୁରି ଘେନି ଅଗ୍ନିରେ ପୋଡ଼ିଲେ ଓ ତାହା ପେଷି ଧୂଳି କଲେ, ଆଉ ଜଳ ଉପରେ ବିଞ୍ଚି ଦେଇ ଇସ୍ରାଏଲ ସନ୍ତାନଗଣକୁ ପିଆଇଲେ।