Exodus 32:21 — Compare Translations
5 translations compared side by side
Odia - 1840
"ମାଶାେ ହାରୋଣଙ୍କୁ କହିଲେ, ଏ ଲୋକମାନେ ତୁମ୍ଭ ପାଇଁ କ'ଣ କଲେ? କାହିଁକି ତୁମ୍ଭେ ତାକୁ ଏପରି ପାପ କରିବାକୁ ଆଗଇେ ନଲେ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ମୋଶା ହାରୋଣଙ୍କୁ କହିଲେ, ଏହି ଲୋକମାନେ ତୁମ୍ଭ ପ୍ରତି କʼଣ କଲେ ଯେ, ତୁମ୍ଭେ ସେମାନଙ୍କ ଉପରେ ଏପରି ମହାପାପ ବର୍ତ୍ତାଇଲ?
Odia Bible ERV 2004 (ପବିତ୍ର ବାଇବଲ)
ମୋଶା ହାରୋଣଙ୍କୁ କହିଲେ, “ଏ ଲୋକମାନେ ତୁମ୍ଭ ପାଇଁ କ’ଣ କଲେ? କାହିଁକି ତୁମ୍ଭେ ସେମାନଙ୍କୁ ଏପରି ପାପ କରିବାକୁ ଆଗେଇ ନେଲ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ମୋଶା ହାରୋଣଙ୍କୁ କହିଲେ, “ଏହି ଲୋକମାନେ ତୁମ୍ଭ ପ୍ରତି କʼଣ କଲେ ଯେ, ତୁମ୍ଭେ ସେମାନଙ୍କ ଉପରେ ଏପରି ମହାପାପ ବର୍ତ୍ତାଇଅଛ?”
Odia IRV 2017 (ଓଡିଆ ବାଇବେଲ)
ତହୁଁ ମୋଶା ହାରୋଣଙ୍କୁ କହିଲେ, “ଏହି ଲୋକମାନେ ତୁମ୍ଭ ପ୍ରତି କ’ଣ କଲେ ଯେ, ତୁମ୍ଭେ ସେମାନଙ୍କ ଉପରେ ଏପରି ମହାପାପ ବର୍ତ୍ତାଇଅଛ?”