Exodus 32:22 — Compare Translations

5 translations compared side by side

Odia - 1840
"ହାରୋଣ ଉତ୍ତର ଦେଲେ, କୋର୍ଧ ହୁଅ ନାହିଁ ମହାଶୟ। ତୁମ୍ଭେ ଜାଣ ଏହି ଲୋକମାନେ ସର୍ବଦା ଭୂଲ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ହାରୋଣ କହିଲେ, ଆମ୍ଭ ପ୍ରଭୁଙ୍କର କ୍ରୋଧ ପ୍ରଜ୍ଵଳିତ ନ ହେଉ; ଆପଣ ଜାଣନ୍ତି ଯେ, ଏହି ଲୋକମାନେ ଦୁଷ୍ଟତାରେ ଆସକ୍ତ।
Odia Bible ERV 2004 (ପବିତ୍ର ବାଇବଲ)
ହାରୋଣ ଉତ୍ତର ଦେଲେ, “କ୍ରୋଧ ହୁଅ ନାହିଁ ମହାଶୟ। ତୁମ୍ଭେ ଜାଣ ଏହି ଲୋକମାନେ ସର୍ବଦା ଭୁଲ୍ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ହାରୋଣ କହିଲେ, “ଆମ୍ଭ ପ୍ରଭୁଙ୍କର କ୍ରୋଧ ପ୍ରଜ୍ୱଳିତ ନ ହେଉ; ଆପଣ ଜାଣନ୍ତି ଯେ, ଏହି ଲୋକମାନେ ଦୁଷ୍ଟତାରେ ଆସକ୍ତ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ହାରୋଣ କହିଲେ, “ଆମ୍ଭ ପ୍ରଭୁଙ୍କର କ୍ରୋଧ ପ୍ରଜ୍ୱଳିତ ନ ହେଉ; ଆପଣ ଜାଣନ୍ତି ଯେ, ଏହି ଲୋକମାନେ ଦୁଷ୍ଟତାରେ ଆସକ୍ତ।”