Exodus 32:23 — Compare Translations

5 translations compared side by side

Odia - 1840
"ଲୋକମାନେ ମାେତେ କହିଲେ, ' ମାଶାେ ଆମ୍ଭମାନଙ୍କୁ ମିଶରରୁ ବାହାର କରି ଆଣିଲେ। କିନ୍ତୁ ତାଙ୍କର କ'ଣ ହେଲା ତାହା ଆମ୍ଭେ ଜାଣୁ ନାହିଁ। ତେଣୁ କିଛି ଦବଗେଣ ତିଆରି କର ଓ ଆମ୍ଭମାନଙ୍କୁ ଆଗଇେ ନିଅ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏମାନେ ମୋତେ କହିଲେ, ଆମ୍ଭମାନଙ୍କର ଅଗ୍ରଗାମୀ ହେବା ପାଇଁ ଆମ୍ଭମାନଙ୍କ ନିମନ୍ତେ ଦେବତା ନିର୍ମାଣ କର; କାରଣ ଯେଉଁ ବ୍ୟକ୍ତି ଆମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ସେହି ମୋଶାଙ୍କର କଅଣ ହେଲା, ତାହା ଆମ୍ଭେମାନେ ଜାଣୁନାହୁଁ ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନେ ମୋତେ କହିଲେ, ‘ମୋଶା ଆମ୍ଭମାନଙ୍କୁ ମିଶରରୁ ବାହାର କରି ଆଣିଲେ। କିନ୍ତୁ ତାଙ୍କର କ’ଣ ହେଲା ତାହା ଆମ୍ଭେ ଜାଣୁ ନାହୁଁ। ତେଣୁ କିଛି ଦେବଗଣ ତିଆରି କର ଓ ଆମ୍ଭମାନଙ୍କୁ ଆଗେଇ ନିଅ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏମାନେ ମୋତେ କହିଲେ, ‘ଆମ୍ଭମାନଙ୍କର ଅଗ୍ରଗାମୀ ହେବା ପାଇଁ ଆମ୍ଭମାନଙ୍କ ନିମନ୍ତେ ଦେବତା ନିର୍ମାଣ କର; କାରଣ ଯେଉଁ ବ୍ୟକ୍ତି ଆମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ସେହି ମୋଶାଙ୍କର କଅଣ ହୋଇଅଛି, ତାହା ଆମ୍ଭେମାନେ ଜାଣୁ ନାହୁଁ।’
Odia IRV 2017 (ଓଡିଆ ବାଇବେଲ)
ଏମାନେ ମୋତେ କହିଲେ, “ଆମ୍ଭମାନଙ୍କର ଅଗ୍ରଗାମୀ ହେବା ପାଇଁ ଆମ୍ଭମାନଙ୍କ ନିମନ୍ତେ ଦେବତା ନିର୍ମାଣ କର; କାରଣ ଯେଉଁ ବ୍ୟକ୍ତି ଆମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ସେହି ମୋଶାଙ୍କର କଅଣ ହୋଇଅଛି, ତାହା ଆମ୍ଭେମାନେ ଜାଣୁନାହୁଁ।”