Exodus 32:24 — Compare Translations
5 translations compared side by side
Odia - 1840
"ତେଣୁ ମୁଁ ଲୋକମାନଙ୍କୁ କହିଲି, 'ଯଦି ତୁମ୍ଭମାନଙ୍କ ପାଖ ରେ କିଛି ସୁବର୍ଣ୍ଣର ଅଳଙ୍କାର ଅଛି, ତବେେ ମାେ ପାଖକୁ ଆଣ, ତେଣୁ ସମାନେେ ମାେତେ ତାଙ୍କର ସବୁ ସୁବର୍ଣ୍ଣ ଦେଲେ।' ମୁଁ ସୁବର୍ଣ୍ଣକୁ ନିଆଁ ରେ ଫୋପାଡି ଦଲେି ଓ ଏହି ବାଛୁରୀ ତିଆରି କଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ମୁଁ କହିଲି, ତୁମ୍ଭମାନଙ୍କ ମଧ୍ୟରେ ଯାହାର ଯେ ସୁନା ଥାଏ, ତାହା ସେମାନେ କାଢ଼ି ଦିଅନ୍ତୁ; ତହିଁରେ ସେମାନେ ମୋତେ ତାହା ଦେଲେ; ମୁଁ ତାହା ନେଇ ଅଗ୍ନିରେ ପକାଇଲି, ତହୁଁ ଏହି ବାଛୁରି ବାହାରି ଆସିଲା ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ମୁଁ ଲୋକମାନଙ୍କୁ କହିଲି, ‘ଯଦି ତୁମ୍ଭମାନଙ୍କ ପାଖରେ କିଛି ସୁବର୍ଣ୍ଣର ଅଳଙ୍କାର ଅଛି, ତେବେ ମୋ’ ପାଖକୁ ଆଣ, ତେଣୁ ସେମାନେ ମୋତେ ତାଙ୍କର ସବୁ ସୁବର୍ଣ୍ଣ ଦେଲେ।’ ମୁଁ ସୁବର୍ଣ୍ଣକୁ ନିଆଁରେ ଫୋପାଡ଼ି ଦେଲି ଓ ଏହି ବାଛୁରି ତିଆରି କଲି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ମୁଁ କହିଲି, ‘ତୁମ୍ଭମାନଙ୍କ ମଧ୍ୟରେ ଯାହାର ଯେକୌଣସି ସୁନା ଅଛି, ତାହା ସେମାନେ କାଢ଼ି ଦିଅନ୍ତୁ; ତହିଁରେ ସେମାନେ ମୋତେ ତାହା ଦେଲେ; ମୁଁ ତାହା ନେଇ ଅଗ୍ନିରେ ପକାଇଲି, ତହୁଁ ଏହି ବାଛୁରି ବାହାରି ଆସିଲା।’”
Odia IRV 2017 (ଓଡିଆ ବାଇବେଲ)
ତେବେ ମୁଁ କହିଲି, “ତୁମ୍ଭମାନଙ୍କ ମଧ୍ୟରେ ଯାହାର ଯେ କୌଣସି ସୁନା ଅଛି, ତାହା ସେମାନେ କାଢ଼ି ଦିଅନ୍ତୁ; ତହିଁରେ ସେମାନେ ମୋତେ ତାହା ଦେଲେ; ମୁଁ ତାହା ନେଇ ଅଗ୍ନିରେ ପକାଇଲି, ତହୁଁ ଏହି ବାଛୁରି ବାହାରି ଆସିଲା।”