Exodus 32:26 — Compare Translations
5 translations compared side by side
Odia - 1840
"ତେଣୁ ମାଶାେ ଛାଉଣୀ ଦ୍ବାରା ଦେଶ ରେ ଛିଡା ହାଇେ କହିଲେ, ଯେଉଁ ଲୋକେ ସଦାପ୍ରଭୁଙ୍କୁ ଅନୁସରଣ କରିବାକୁ ଚାହଁ ସମାନେେ ମାେ ପାଖକୁ ଆସ। ଏବଂ ଏଥି ରେ ଲବେୀ ବଂଶର ସମସ୍ତ ଲୋକ ମାଶାଙ୍କେ ନିକଟକୁ ଦୌଡ଼ିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ମୋଶା ଛାଉଣି ଦ୍ଵାରରେ ଠିଆ ହୋଇ କହିଲେ, ସଦାପ୍ରଭୁଙ୍କ ପକ୍ଷରେ କିଏ ଅଛି? ସେ ମୋʼ ନିକଟକୁ ଆସୁ; ତହିଁରେ ଲେବୀର ସନ୍ତାନଗଣ ତାଙ୍କ ନିକଟରେ ଏକତ୍ର ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ମୋଶା ଛାଉଣି ଦ୍ୱାର ଦେଶରେ ଛିଡ଼ା ହୋଇ କହିଲେ, “ଯେଉଁ ଲୋକେ ସଦାପ୍ରଭୁଙ୍କୁ ଅନୁସରଣ କରିବାକୁ ଗ୍ଭହଁ ସେମାନେ ମୋ’ ପାଖକୁ ଆସ।” ଏବଂ ଏଥିରେ ଲେବୀ ବଂଶର ସମସ୍ତ ଲୋକ ମୋଶାଙ୍କ ନିକଟକୁ ଦୌଡ଼ିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ମୋଶା ଛାଉଣି ଦ୍ୱାରରେ ଠିଆ ହୋଇ କହିଲେ, “ସଦାପ୍ରଭୁଙ୍କ ପକ୍ଷରେ କିଏ ଅଛି? ସେ ମୋʼ ନିକଟକୁ ଆସୁ,” ତହିଁରେ ଲେବୀର ସନ୍ତାନଗଣ ତାଙ୍କ ନିକଟରେ ଏକତ୍ର ହେଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ମୋଶା ଛାଉଣି ଦ୍ୱାରରେ ଠିଆ ହୋଇ କହିଲେ, “ସଦାପ୍ରଭୁଙ୍କ ପକ୍ଷରେ କିଏ ଅଛି? ସେ ମୋ’ ନିକଟକୁ ଆସୁ,” ତହିଁରେ ଲେବୀର ସନ୍ତାନଗଣ ତାଙ୍କ ନିକଟରେ ଏକତ୍ର ହେଲେ।