Exodus 32:27 — Compare Translations
5 translations compared side by side
Odia - 1840
"ମାଶାେ ସମାନଙ୍କେୁ କହିଲେ, ମୁଁ ତୁମ୍ଭକୁ କହିବି ଇଶ୍ରାୟେଲର ସଦାପ୍ରଭୁ ପରମେଶ୍ବର ଯାହା କହନ୍ତି, 'ତୁମ୍ଭମାନେେ ପ୍ରେତ୍ୟକକ ଆପଣା ଜଙ୍ଘ ରେ ଖଡ୍ଗ ବାନ୍ଧି ଛାଉଣୀର ମଧ୍ଯ ଦଇେ ଗୋଟିଏ ଦ୍ବାରରୁ ଅନ୍ୟଦ୍ବାର ନିକଟକୁ ୟିବା ଆସିବା କର ଏବଂ ପ୍ରେତ୍ୟକକ ଆପଣା ଭ୍ରାତା, ମିତ୍ର ଓ ପ୍ରତିବେଶୀକୁ ବଧକର।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେ ସେମାନଙ୍କୁ କହିଲେ, ଇସ୍ରାଏଲର ସଦାପ୍ରଭୁ ପରମେଶ୍ଵର ଏହି କଥା କହନ୍ତି, ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ଜଙ୍ଘରେ ଖଡ଼୍ଗ ବାନ୍ଧି ଛାଉଣିର ମଧ୍ୟଦେଇ ଏକ ଦ୍ଵାରରୁ ଆନ ଦ୍ଵାର ପର୍ଯ୍ୟନ୍ତ ଗତାୟାତ କର ଓ ପ୍ରତି ଜଣ ଆପଣା ଆପଣା ଭ୍ରାତା ଓ ମିତ୍ର ଓ ପ୍ରତିବାସୀକି ବଧ କର ।
Odia Bible ERV 2004 (ପବିତ୍ର ବାଇବଲ)
ମୋଶା ସେମାନଙ୍କୁ କହିଲେ, “ମୁଁ ତୁମ୍ଭକୁ କହିବି ଇସ୍ରାଏଲର ସଦାପ୍ରଭୁ ପରମେଶ୍ୱର ଯାହା କହନ୍ତି, ‘ତୁମ୍ଭେମାନେ ପ୍ରତ୍ୟେକ ଆପଣା ଜଙ୍ଘରେ ଖଡ଼୍ଗ ବାନ୍ଧି ଛାଉଣିର ମଧ୍ୟଦେଇ ଗୋଟିଏ ଦ୍ୱାରରୁ ଅନ୍ୟଦ୍ୱାର ନିକଟକୁ ଯିବା ଆସିବା କର ଏବଂ ପ୍ରତ୍ୟେକ ଆପଣା ଭ୍ରାତା, ମିତ୍ର ଓ ପ୍ରତିବାସୀକୁ ବଧ କର।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେ ସେମାନଙ୍କୁ କହିଲେ, “ଇସ୍ରାଏଲର ସଦାପ୍ରଭୁ ପରମେଶ୍ୱର ଏହି କଥା କହନ୍ତି, ‘ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ଜଙ୍ଘରେ ଖଡ୍ଗ ବାନ୍ଧି ଛାଉଣିର ମଧ୍ୟଦେଇ ଏକ ଦ୍ୱାରରୁ ଅନ୍ୟ ଦ୍ୱାର ପର୍ଯ୍ୟନ୍ତ ଗତାୟାତ କର, ପ୍ରତି ଜଣ ଆପଣା ଆପଣା ଭାଇ, ମିତ୍ର ଓ ପ୍ରତିବାସୀକୁ ବଧ କର।’”
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେ ସେମାନଙ୍କୁ କହିଲେ, “ଇସ୍ରାଏଲର ସଦାପ୍ରଭୁ ପରମେଶ୍ୱର ଏହି କଥା କହନ୍ତି, ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ଜଙ୍ଘରେ ଖଡ୍ଗ ବାନ୍ଧି ଛାଉଣିର ମଧ୍ୟଦେଇ ଏକ ଦ୍ୱାରରୁ ଅନ୍ୟ ଦ୍ୱାର ପର୍ଯ୍ୟନ୍ତ ଗତାୟାତ କର, ପ୍ରତି ଜଣ ଆପଣା ଆପଣା ଭାଇ, ମିତ୍ର ଓ ପ୍ରତିବାସୀକୁ ବଧ କର।”